Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 20:11 - ପବିତ୍ର ବାଇବଲ

11 ଏହା ପରେ ଅବ୍ରହାମ କହିଲେ, “ଏଠାରେ କେହି ପରମେଶ୍ୱରଙ୍କୁ ଭୟ କରୁ ନାହିଁ ବୋଲି ମୁଁ ଜାଣିଲି। ମୁଁ ଭାବିଲି ଏଠାରେ କାଳେ କିଏ ମୋତେ ହତ୍ୟାକରି ସାରାକୁ ମୋ'ଠାରୁ ନେଇଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେତେବେଳେ ଅବ୍ରହାମ କହିଲେ, ଏ ଦେଶରେ ପରମେଶ୍ଵରଙ୍କ ପ୍ରତି କିଛି ଭୟ ନାହିଁ; ଏ ନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।

Gade chapit la Kopi

ଓଡିଆ ବାଇବେଲ

11 ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏ ନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।

Gade chapit la Kopi




ଆଦି ପୁସ୍ତକ 20:11
16 Referans Kwoze  

ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ ହୁଏ। ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।


ଯଦି ତୁମ୍ଭେ ଏପରି କର। ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।


ମାତ୍ର ମୋର ପୂର୍ବାବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା। ଆଉ ସେମାନେ ଗ୍ଭଳିଶ୍ ଶେକଲ ରୌପ୍ୟ ମୁଦ୍ରା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ, କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ। ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।


ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ସ୍ତ୍ରୀ ବିଷୟରେ ପଗ୍ଭରନ୍ତେ ସେ କହିଲେ, “ସେ ମୋର ଭଉଣୀ” ସେ ଏହା କହିଲେ, କାରଣ ସେ ରିବିକା ଲାଗି ଭୟ କରୁଥିଲେ। ସେଠାକାର ଲୋକମାନେ ତାଙ୍କୁ ବଧ କରିଥାଆନ୍ତେ, କାରଣ ସେ ବହୁତ ସୁନ୍ଦରୀ ଥିଲେ।


ମିଶରୀୟମାନେ ତୁମ୍ଭକୁ ଦେଖିବେ ଏବଂ ଜାଣିବେ ଯେ, ‘ତୁମ୍ଭେ ମୋର ସ୍ତ୍ରୀ।’ ତା'ପରେ ସେମାନେ ମୋତେ ମାରି ଦେବେ ଏବଂ ତୁମ୍ଭକୁ ଦୂରକୁ ନେଇଯିବେ।


ପରମେଶ୍ୱର ଲୋକମାନଙ୍କୁ କହିଲେ, ‘ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର, ତାହା ହିଁ ଜ୍ଞାନ ଅଟେ। ମନ୍ଦକାର୍ଯ୍ୟ କର ନାହିଁ, ତାହା ହିଁ ବୁଝିବା ଶକ୍ତି ଅଟେ।’”


ତିନି ଦିନ ପରେ, ଯୋଷେଫ ସେମାନଙ୍କୁ କହିଲେ, “ମୁଁ ପରମେଶ୍ୱରଙ୍କୁ ଭୟ କରେ। ଏଣୁ ଏହି କର୍ମ କର ତହିଁରେ ତୁମ୍ଭେ ବଞ୍ଚିପାରିବ।


ସଦାପ୍ରଭୁଙ୍କର ଦୂତ ଅବ୍ରହାମଙ୍କୁ କହିଲେ, “ତୁମ୍ଭର ପୁତ୍ରକୁ ହତ୍ୟା କର ନାହିଁ କି କିଛି ଆଘାତ କର ନାହିଁ। ବର୍ତ୍ତମାନ ମୁଁ ଦେଖି ପାରୁଛି ଯେ, ତୁମ୍ଭେ ପରମେଶ୍ୱରଙ୍କୁ ସମ୍ମାନ କରୁଛ ଏବଂ ତାଙ୍କର ଆଜ୍ଞା ମାନି ଚଳୁଛ। କାରଣ ତୁମ୍ଭେ ତୁମ୍ଭର ଏକମାତ୍ର ପୁତ୍ରକୁ ମୋ’ ସକାଶେ ଉତ୍ସର୍ଗ କରିବାକୁ କୁଣ୍ଠାବୋଧ କରି ନାହଁ।”


“ସେମାନଙ୍କର ଆଖିରେ ପରମେଶ୍ୱରଙ୍କ ପ୍ରତି ଭୟ ବା ସମ୍ମାନ ଭାବ ନାହିଁ।”


ଯଦି କେହି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ତେବେ ସେ ଲୋକ କୁକର୍ମକୁ ଘୃଣା କରିବ। ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।


ପ୍ରଥମେ ସଦାପ୍ରଭୁଙ୍କୁ ସମ୍ମାନ କରିବା ଏବଂ ସଦାପ୍ରଭୁଙ୍କ ବାକ୍ୟ ମାନି ଚଳିବା ଜଣେ ବ୍ୟକ୍ତି ଏହା ଶିକ୍ଷା କରିବା ଉଚିତ୍। ଏଥିରେ ତୁମ୍ଭର ବାସ୍ତବ ଜ୍ଞାନ ବୃଦ୍ଧି ଘଟିବ। କିନ୍ତୁ ନିର୍ବୋଧଲୋକମାନେ ଜ୍ଞାନ ଓ ଉପଦେଶକୁ ତୁଚ୍ଛ କରନ୍ତି।


ଦୁଷ୍ଟ ଲୋକମାନେ ମୋର ଅନେକ ଲୋକଙ୍କୁ ନଷ୍ଟ କରିଛନ୍ତି ଓ ସେହି ଦୁଷ୍ଟ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ ଏବଂ ସଦାପ୍ରଭୁଙ୍କ ସମ୍ମୁଖୀନ ହୋଇ ପାରନ୍ତି ନାହିଁ।


ଊଷ୍ ଦେଶରେ ଆୟୁବ ନାମରେ ଜଣେ ବ୍ୟକ୍ତି ବାସ କରୁଥିଲା। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ୟକ୍ତି ଥିଲା। ଆୟୁବ ପରମେଶ୍ୱରଙ୍କ ଉପାସନା କରିବା ବ୍ୟତୀତ ଅନ୍ୟ ସମସ୍ତ ପ୍ରକାର ମନ୍ଦକାର୍ଯ୍ୟରୁ ବିରତ ରହୁଥିଲା।


କାହିଁକି ତୁମ୍ଭେ ମୋ’ ପ୍ରତି ଏପରି ବ୍ୟବହାର କଲ?”


ସେ ମୋର ସ୍ତ୍ରୀ, କିନ୍ତୁ ସେ ମଧ୍ୟ ମୋର ଭଉଣୀ। ସେ ହେଉଛି ମୋ’ ବାପାଙ୍କର ଏକ ଝିଅ। କିନ୍ତୁ ସେ ମୋ’ ମା’ର ଝିଅ ନୁହେଁ।


Swiv nou:

Piblisite


Piblisite