ଆଦି ପୁସ୍ତକ 20:4 - ପବିତ୍ର ବାଇବଲ4 କିନ୍ତୁ ସେପର୍ଯ୍ୟନ୍ତ ଅବିମେଲକ ସାରା ସହିତ ସହବାସ କରି ନ ଥିଲେ। ତେଣୁ ଅବିମେଲକ କହିଲେ, “ତୁମ୍ଭେ କ’ଣ ଏକ ନିର୍ଦ୍ଦୋଷ ବ୍ୟକ୍ତିକୁ ହତ୍ୟା କରିବ? Gade chapit laପବିତ୍ର ବାଇବଲ (Re-edited) - (BSI)4 ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ? Gade chapit laଓଡିଆ ବାଇବେଲ4 ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, “ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, “ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ? Gade chapit la |