Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 20:8 - ପବିତ୍ର ବାଇବଲ

8 ତେଣୁ ତା’ ପରଦିନ ପ୍ରଭାତରୁ ଅବିମେଲକ ତାଙ୍କର ଦାସମାନଙ୍କୁ ଡାକିଲେ ଏବଂ ତାଙ୍କର ସ୍ୱପ୍ନ ବିଷୟରେ କହିଲେ। ଦାସମାନେ ଭୟରେ ଥରିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତା; ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ।

Gade chapit la Kopi

ଓଡିଆ ବାଇବେଲ

8 ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ।

Gade chapit la Kopi




ଆଦି ପୁସ୍ତକ 20:8
2 Referans Kwoze  

ତେଣୁ ତୁମ୍ଭେ ଅବ୍ରହାମଙ୍କୁ ପୁନରାୟ ତାଙ୍କ ସ୍ତ୍ରୀଙ୍କୁ ତାଙ୍କୁ ଫେରାଇଦିଅ। ଅବ୍ରହାମ ଜଣେ ଭବିଷ୍ୟ‌ଦ୍‌ବକ୍ତା। ସେ ତୁମ୍ଭ ପାଇଁ ପ୍ରାର୍ଥନା କରିବ। ତୁମ୍ଭେ ବଞ୍ଚି ରହିବ। ତୁମ୍ଭେ ଯଦି ସାରାକୁ ନ ଫେରାଅ ତେବେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରି କହୁଛି ତୁମ୍ଭେ ମରିବ। ଏବଂ ତୁମ୍ଭର ପରିବାର ତୁମ୍ଭ ସହିତ ମୃତ୍ୟୁବରଣ କରିବେ।”


ଏହା ପରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ କାହିଁକି ଆମ୍ଭ ପ୍ରତି ଏପରି କଲ? ମୁଁ ତୁମ୍ଭର ତ କିଛି ଦୋଷ କରି ନାହିଁ? ମୁଁ ତୁମ୍ଭ ପ୍ରତି କ’ଣ କରିଛି ଯେ, ମୋ’ ଦେଶ ପ୍ରତି ବିପଦ ଆଣିବାକୁ ତୁମ୍ଭେ ଇଚ୍ଛା କଲ? ତୁମ୍ଭର ମୋ’ ପ୍ରତି ଏପରି କରିବାର ନ ଥିଲା।


Swiv nou:

Piblisite


Piblisite