Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 20:9 - ପବିତ୍ର ବାଇବଲ

9 ଏହା ପରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ କାହିଁକି ଆମ୍ଭ ପ୍ରତି ଏପରି କଲ? ମୁଁ ତୁମ୍ଭର ତ କିଛି ଦୋଷ କରି ନାହିଁ? ମୁଁ ତୁମ୍ଭ ପ୍ରତି କ’ଣ କରିଛି ଯେ, ମୋ’ ଦେଶ ପ୍ରତି ବିପଦ ଆଣିବାକୁ ତୁମ୍ଭେ ଇଚ୍ଛା କଲ? ତୁମ୍ଭର ମୋ’ ପ୍ରତି ଏପରି କରିବାର ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।

Gade chapit la Kopi

ଓଡିଆ ବାଇବେଲ

9 ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”

Gade chapit la Kopi




ଆଦି ପୁସ୍ତକ 20:9
20 Referans Kwoze  

ତେଣୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ କାହିଁକି ମୋ’ ପ୍ରତି ଏପରି ମନ୍ଦ ଆଚରଣ କଲ? ସାରୀ ତୁମ୍ଭର ସ୍ତ୍ରୀ ବୋଲି ତୁମ୍ଭେ କହି ନ ଥିଲ କାହିଁକି?


ଏହି ଗୃହରେ ସେ ମୋତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶୟନ କରି ପାରିବି ନାହିଁ। ଏହା ଭୁଲ୍ ଅଟେ, ଏହା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ ତୁଲ୍ୟ।”


ଅବିମେଲକ କହିଲେ, “ତୁମ୍ଭେ ଆମ୍ଭକୁ ଖରାପ ବ୍ୟବହାର କଲ। ଯଦି କୌଣସି ଲୋକ ତୁମ୍ଭ ସ୍ତ୍ରୀ ସଙ୍ଗରେ ଅନାୟାସରେ ଶୟନ କରି ଥା’ନ୍ତା। ତାହାହେଲେ ସେ ପାପର ଭାଗୀଦାର ହୋଇଥା’ନ୍ତା।”


ବିବାହକୁ ସବୁଲୋକଙ୍କ ଦ୍ୱାରା ସମ୍ମାନ ମିଳିବା ଆବଶ୍ୟକ। ପ୍ରତ୍ୟେକ ବିବାହକୁ କେବଳ ଦୁଇ ଜଣଙ୍କ ଭିତରେ ନିର୍ଦ୍ଦିଷ୍ଟ ରଖିବା ଉଚିତ୍। ଯେଉଁମାନେ ଯୌନଗତ ପାପ ଓ ବ୍ୟଭିଗ୍ଭର କରୁଛନ୍ତି ପରମେଶ୍ୱର ସେମାନଙ୍କୁ ଦୋଷୀ ବୋଲି ବିଗ୍ଭର କରିବେ।


ଜଣେ ପ୍ରାଚୀନ ସେମାନଙ୍କର ଭୁଲ୍ ବିଷୟରେ ତାହାଙ୍କୁ ଅବଗତ କରାଇବାକୁ ସକ୍ଷମ ଥିବେ ଓ ସେମାନଙ୍କୁ ଏପରି ଅବାନ୍ତର କଥା କହିବାରୁ ବନ୍ଦ କରାଇପାରୁଥିବେ। ସେହି ଲୋକମାନେ କୁଶିକ୍ଷାର ଉପଦେଶ ଦେଇ ସମ୍ପୂର୍ଣ୍ଣ ପରିବାରଗୁଡ଼ିକୁ ନଷ୍ଟ କରୁଛନ୍ତି। ସେମାନେ କେବଳ ଲୋକମାନଙ୍କୁ ଠକିବା ପାଇଁ ଏଭଳି ଶିକ୍ଷା ଦିଅନ୍ତି କାରଣ ସେମାନେ ଧନ ଅର୍ଜନ କରିବାକୁ ଇଚ୍ଛା କରନ୍ତି।


ପରମେଶ୍ୱର ପ୍ରତ୍ୟେକ ଲୋକଙ୍କ ପ୍ରତି ସମାନ ଭାବରେ ନ୍ୟାୟବିଗ୍ଭର କରନ୍ତି।


ଯେଉଁ ଲୋକ ସରଳ ଲୋକଙ୍କୁ ମନ୍ଦ ପଥରେ ଯିବାକୁ ଭୁଲାଏ। ସେ ନିଜେ ଗାତରେ ପଡ଼ିବ। କିନ୍ତୁ ନିରୀହ ଲୋକମାନେ ଉତ୍ତମ ଜିନିଷର ଅଧିକାରୀ ହେବେ।


ସେଥିରେ ସେ ଉତ୍ତର ଦେଲା, “ନା, ନା, ଭାଇ ମୋତେ ଏହା କରିବାକୁ ବାଧ୍ୟ ନ କର, କାରଣ ଇସ୍ରାଏଲ ମଧ୍ୟରେ ଏପରି କର୍ମ ନିଷେଧ। ଏହିପରି ଭୟଙ୍କର କାର୍ଯ୍ୟ କର ନାହିଁ।


ଏ କଥା ଶୁଣି, ଧନୀ ଲୋକଟି ଉପରେ ଦାଉଦ ରାଗିଗଲେ, ପୁଣି ଦାଉଦ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତିଟି ଏପରି କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ନିଶ୍ଚିତ ମରିବ।


ତା'ପରେ ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭ ପାଇଁ ଦୁଃଖ ଆଣିବେ।” ତେଣୁ ଇସ୍ରାଏଲର ସମସ୍ତ ଲୋକ ଆଖନ୍ ଓ ତା'ର ପରିବାରକୁ ପଥର ଫିଙ୍ଗି ହତ୍ୟା କଲେ। ଏହା ପରେ ଲୋକମାନେ ତାକୁ ଓ ସେ ଆଣିଥିବା ସମସ୍ତ ଦ୍ରବ୍ୟକୁ ସେହି ସ୍ଥାନରେ ପୋଡ଼ି ଦେଲେ।


“ଯଦି କୌଣସି ପୁରୁଷ ତା'ର ପ୍ରତିବାସୀର ଭାର୍ଯ୍ୟା ସହିତ ଯୌନ ସମ୍ପର୍କ ରଖେ, ତେବେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ବ୍ୟଭିଗ୍ଭର ପାଇଁ ଅପରାଧୀ ଓ ଉଭୟେ ମୃତ୍ୟୁବରଣ କରିବା ଉଚିତ୍।


ତେଣୁ ସଦାପ୍ରଭୁ ଲୋକମାନଙ୍କ ଉପରେ ଭୟଙ୍କର ଅସୁସ୍ଥତା ଆଣିଲେ, ସେ ଏପରି କଲେ କାରଣ ଲୋକମାନେ ହାରୋଣଙ୍କୁ ଏହି ସୁବର୍ଣ୍ଣ ବାଛୁରି ତିଆରି କରିବାକୁ କହିଥିଲେ।


ମୋଶା ହାରୋଣଙ୍କୁ କହିଲେ, “ଏ ଲୋକମାନେ ତୁମ୍ଭ ପାଇଁ କ’ଣ କଲେ? କାହିଁକି ତୁମ୍ଭେ ସେମାନଙ୍କୁ ଏପରି ପାପ କରିବାକୁ ଆଗେଇ ନେଲ?”


ପ୍ରାୟ ତିନି ମାସ ଯିବା ପରେ, କେହି ଜଣେ ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୁ ତାମର ବେଶ୍ୟା ପରି ଗର୍ଭଧାରଣ କରିଛି।” ଏହା ପରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦ‌ଗ୍‌ଧ କର।”


ଯେତେବେଳେ ସେମାନେ କ୍ଷେତରୁ ଫେରିଲେ, ତା'ର ସମସ୍ତ ଭାଇମାନେ ଏହି କଥା ଶୁଣିଲେ, ସେମାନେ ଭୟଙ୍କର ଭାବରେ ରାଗିଗଲେ କାରଣ ଶିଖିମ ଇସ୍ରାଏଲରେ ଏପରି ଅପମାନଜନକ କାର୍ଯ୍ୟ କଲା। ସେ ଯାକୁବର କନ୍ୟାକୁ ଧର୍ଷଣ କରିବା ଉଚିତ୍ ନ ଥିଲା।


ତେଣୁ ତା’ ପରଦିନ ପ୍ରଭାତରୁ ଅବିମେଲକ ତାଙ୍କର ଦାସମାନଙ୍କୁ ଡାକିଲେ ଏବଂ ତାଙ୍କର ସ୍ୱପ୍ନ ବିଷୟରେ କହିଲେ। ଦାସମାନେ ଭୟରେ ଥରିଲେ।


କାହିଁକି ତୁମ୍ଭେ ମୋ’ ପ୍ରତି ଏପରି ବ୍ୟବହାର କଲ?”


ତା’ ପରଦିନ ପ୍ରଭାତରେ ଯାକୁବ ଦେଖିଲେ ସେ ଯାହା ସହିତ ରାତି ବିତାଇଛନ୍ତି ସେ ଲେୟା ଥିଲା। ଯାକୁବ ଲାବନକୁ କହିଲେ, “ତୁମ୍ଭେ ମୋତେ ଠକିଛ। ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କଲି, ଯଦ୍ଦ୍ୱାରା ମୁଁ ରାହେଲକୁ ବିବାହ କରି ପାରିବି। ତୁମ୍ଭେ କାହିଁକି ମୋତେ ଠକିଲ?”


Swiv nou:

Piblisite


Piblisite