ଆଦି ପୁସ୍ତକ 21:10 - ପବିତ୍ର ବାଇବଲ10 ସାରା ଅବ୍ରହାମଙ୍କୁ କହିଲେ, “ସେହି ଦାସୀ ଓ ତା'ର ପୁତ୍ରକୁ ଦୂରସ୍ଥାନକୁ ତଡ଼ିଦିଅ। ଯେତେବେଳେ ଆମ୍ଭେ ମରିଯିବା ମୋର ପୁତ୍ର ଇସ୍ହାକ ଆମ୍ଭର ଉତ୍ତରାଧିକାରୀ ହେବ। ମୁଁ ସେହି ଦାସୀର ପୁତ୍ର, ଇସ୍ହାକ ସହିତ ଅଂଶ ଅଧିକାର ପାଉ ବୋଲି ଗ୍ଭହେଁ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ଏହେତୁ ସେ ଅବ୍ରହାମଙ୍କୁ କହିଲା, ତୁମ୍ଭେ ଏହି ଦାସୀକି ଓ ଏହାର ପୁତ୍ରକୁ ଦୂର କରି ଦିଅ; କାରଣ ଏହି ଦାସୀପୁତ୍ର ମୋହର ପୁତ୍ର ଇସ୍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ। Gade chapit laଓଡିଆ ବାଇବେଲ10 ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକି ଓ ଏହାର ପୁତ୍ରକୁ ଦୂର କରି ଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକୁ ଓ ଏହାର ପୁତ୍ରକୁ ଦୂର କରିଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।” Gade chapit la |