ଆଦି ପୁସ୍ତକ 21:11 - ପବିତ୍ର ବାଇବଲ11 ଏହି ଦୁଃଖ ଅବ୍ରହାମଙ୍କୁ ଘାରିଲା, ସେ ତାଙ୍କର ପୁତ୍ର ଇଶ୍ମାଏଲ ବିଷୟରେ ବହୁତ ଭାବିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ। Gade chapit laଓଡିଆ ବାଇବେଲ11 ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ। Gade chapit la |
ଏହା ପରେ ରାଜା ଜାଣିଗଲେ ଯେ ଅବଶାଲୋମ ମୃତ। ରାଜା ଦୁଃଖରେ ଭାଙ୍ଗି ପଡ଼ିଲେ, ସେ ନଗର ଦ୍ୱାର ଉପରିସ୍ଥ କୋଠରୀକୁ ଯାଇ କ୍ରନ୍ଦନ କଲେ। ସେ କୋଠରୀରେ ଏପଟରୁ ସେପଟ କ୍ରନ୍ଦନ କରି କରି ବୁଲୁଥା’ନ୍ତି। ସେ କହୁଥିଲେ, “ହେ ମୋର ପୁତ୍ର ଅବଶାଲୋମ, ମୋର ପୁତ୍ର ଅବଶାଲୋମ, ମୁଁ ଆଶା କରୁଥିଲି ମୁଁ ତୁମ୍ଭ ବଦଳରେ ମରିଥା’ନ୍ତି କି! ହାୟ ମୋର ପୁତ୍ର ଅବଶାଲୋମ ମୋର ପୁତ୍ର, ଅବଶାଲୋମ।”