ଆଦି ପୁସ୍ତକ 21:13 - ପବିତ୍ର ବାଇବଲ13 କିନ୍ତୁ ମୁଁ ତୁମ୍ଭର ଦାସୀର ପୁତ୍ରଠାରୁ ମଧ୍ୟ ଏକ ମହାନ ଜାତି ନିର୍ମାଣ କରିବି। କାରଣ ସେ ତୁମ୍ଭର ପୁତ୍ର।” Gade chapit laପବିତ୍ର ବାଇବଲ (Re-edited) - (BSI)13 ଆଉ ଏହି ଦାସୀପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା। Gade chapit laଓଡିଆ ବାଇବେଲ13 ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ଏହି ଦାସୀର ପୁତ୍ର ତୁମ୍ଭର ବଂଶ, ଏଣୁ ଆମ୍ଭେ ତାହାଠାରୁ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।” Gade chapit la |