Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 21:15 - ପବିତ୍ର ବାଇବଲ

15 ଯେତେବେଳେ ସମସ୍ତ ପାଣି ଶେଷ ହୋଇଗଲା ସେତେବେଳେ ହାଗାର ତା'ର ପୁତ୍ରକୁ ଏକ ବୁଦା ତଳେ ରଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକକୁ ଛାଡ଼ି ଦେଲା।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକଙ୍କୁ ଛାଡ଼ି ଦେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, କୁମ୍ପାର ଜଳ ଶେଷ ହୁଅନ୍ତେ, ହାଗାର ଗୋଟିଏ ବୁଦାର ମୂଳରେ ବାଳକଙ୍କୁ ଛାଡ଼ିଦେଲା।

Gade chapit la Kopi




ଆଦି ପୁସ୍ତକ 21:15
9 Referans Kwoze  

ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି। ସେମାନେ ଜଳାଶୟ ନିକଟକୁ ଯାଇ ଜଳ ପାଆନ୍ତି ନାହିଁ ଓ ଶୂନ୍ୟପାତ୍ର ଘେନି ଫେରି ଆସନ୍ତି। ସେମାନେ ଲଜ୍ଜିତ ଓ ଘବରା ହୋଇ ଆପଣା ଆପଣା ମସ୍ତକ ଢାଙ୍କନ୍ତି।


ହେ ପରମେଶ୍ୱର, ତୁମ୍ଭେ ମୋର ପରମେଶ୍ୱର। ମୁଁ ତୁମ୍ଭକୁ ବହୁତ ଗ୍ଭହୁଁଛି। ମୋର ସମସ୍ତ ପ୍ରାଣ ତୁମ୍ଭ ପାଇଁ ଶୁଷ୍କ ଭୂମି ତୁଲ୍ୟ ତୃଷାର୍ତ୍ତ।


ତହୁଁ ଇସ୍ରାଏଲର ରାଜା, ଯିହୁଦାର ରାଜା ଓ ଇଦୋମର ରାଜା ଏକତ୍ର ସାତ ଦିନ ଧରି ଯାତ୍ରା କଲେ। ସେମାନଙ୍କର ସୈନ୍ୟମାନଙ୍କ ପାଇଁ ଓ ପଶୁମାନଙ୍କ ପାଇଁ କୌଣସି ଜଳ ନ ଥିଲା।


କର୍ମକାର ପ୍ରତିମା ଗଢ଼ିଲା ବେଳେ ଲାଲ୍ ଉତ୍ତପ୍ତ ଅଙ୍ଗାରରେ କର୍ମ କରେ ଓ ନିଜର ବଳିଷ୍ଠ ବାହୁ ସାହାଯ୍ୟରେ ହାତୁଡ଼ିରେ ତାହାର ଆକାର ତିଆରି କରେ, ଯେତେବେଳେ ସେ କ୍ଷୁଧାର୍ତ୍ତ ହୁଏ, ତା'ର ଶକ୍ତି ହରାଏ ଓ ଜଳପାନ ନ କଲେ ଦୁର୍ବଳ ହୋଇଯାଏ।


ତା’ ପରଦିନ ପ୍ରତ୍ୟୁଷରୁ ଅବ୍ରହାମ କିଛି ଖାଦ୍ୟ ଓ ପାଣିଥଳି ଆଣିଲେ। ଅବ୍ରହାମ ତାହା ହାଗାରକୁ ଦେଲେ। ଅବ୍ରହାମ ହାଗାର ଓ ତା'ର ପୁତ୍ରକୁ ସେହି ଜିନିଷ ସହିତ ପଠାଇ ଦେଲେ। ହାଗାର ସେ ସ୍ଥାନ ଛାଡ଼ି ‌ବେ‌ର୍‌ଶେବା ମରୁଭୂମିରେ ଭ୍ରମଣ କଲେ।


ହାଗାର ସେଠାରୁ କିଛି ଦୂରକୁ ଗଲା, ସେତେ ଦୂର ଯେତେ ଦୂର ଗୋଟିଏ ଧନୁରୁ ଶର ମାରିଲେ ଯାଏ। ସେଠାରେ ସେ ଯାଇ ବସି ପଡ଼ିଲା। ହାଗାର ତା'ର ପିଲାଟି ମୃତ୍ୟୁବରଣ କରୁଥିବାର ଦେଖିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସେଠାରେ କ୍ରନ୍ଦନ କଲା।


ବିଧବାଟି ଉତ୍ତର ଦେଲା, “ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ନାମରେ ମୁଁ ପ୍ରତିଜ୍ଞା କରି କହୁଛି, ମୋ’ ପାଖରେ ଖଣ୍ଡେ ହେଲେ ‌ରୋଟୀ ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି। ଆଉ ଦେଖ, ମୁଁ ଦୁଇଖଣ୍ତ କାଠ ସଂଗ୍ରହ କରୁଛି, ତାକୁ ନେଲେ ମୋ’ ପାଇଁ ଓ ମୋ’ ପୁତ୍ର ପାଇଁ ପାକ କରି ଖାଇବୁ ଓ ତା'ପରେ କ୍ଷୁଧାରେ ମରିବୁ।”


Swiv nou:

Piblisite


Piblisite