Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 21:18 - ପବିତ୍ର ବାଇବଲ

18 ଯାଅ ଏବଂ ବାଳକକୁ ସାହାଯ୍ୟ କର। ତା'ର ହାତ ଧରି ତାକୁ ଆଗେଇ ନିଅ। ମୁଁ ତାଙ୍କୁ ବହୁ ସନ୍ତାନର ପିତା କରିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭେ ଠିଆ ହୋଇ ବାଳକକୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।

Gade chapit la Kopi

ଓଡିଆ ବାଇବେଲ

18 ତୁମ୍ଭେ ଠିଆ ହୋଇ ବାଳକଙ୍କୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତୁମ୍ଭେ ଠିଆ ହୋଇ ବାଳକଙ୍କୁ ଉଠାଇ ହସ୍ତରେ ଧର; ଆମ୍ଭେ ତାହାଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା।”

Gade chapit la Kopi




ଆଦି ପୁସ୍ତକ 21:18
7 Referans Kwoze  

କିନ୍ତୁ ମୁଁ ତୁମ୍ଭର ଦାସୀର ପୁତ୍ରଠାରୁ ମଧ୍ୟ ଏକ ମହାନ ଜାତି ନିର୍ମାଣ କରିବି। କାରଣ ସେ ତୁମ୍ଭର ପୁତ୍ର।”


ସଦାପ୍ରଭୁଙ୍କର ଦୂତ ହାଗାରକୁ ପୁଣି କହିଲେ, “ତୁମ୍ଭର ଅନେକ ବଂଶଧର ଜନ୍ମ ହେବେ। ସେମାନଙ୍କୁ ଗଣି ହେବ ନାହିଁ।”


“ମୁଁ ଇଶ୍ମାଏଲ ବିଷୟରେ ତୁମ୍ଭର ଅନୁରୋଧ ଶୁଣିଛି। ମୁଁ ତାଙ୍କୁ ଆଶୀର୍ବାଦ କରିବି। ତା'ର ବହୁ ସନ୍ତାନ ଜନ୍ମ ହେବେ। ତାହାଠାରୁ ବାର ଜଣ ଅଧିପତି ଜନ୍ମ ନେବେ ତାଙ୍କର ପରିବାର ଏକ ବିରାଟ ଜାତି ହେବ।


ସଦାପ୍ରଭୁଙ୍କର ଦୂତ ତାହାଙ୍କୁ ଏକ ମରୁଭୂମିର ଝରଣା ନିକଟରେ ଦେଖିଲେ। ସେହି ଝରଣାଟି, ଶୂରକୁ ଯାଉଥିବା ରାସ୍ତାର ପାଖରେ ଥିଲା।


କିନ୍ତୁ ଏହା ପରେ ସଦାପ୍ରଭୁଙ୍କର ଦୂତ ସ୍ୱର୍ଗରୁ ଅବ୍ରହାମଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ଅବ୍ରହାମ ଉତ୍ତର ଦେଲେ, “ହଁ ପ୍ରଭୁ!”


Swiv nou:

Piblisite


Piblisite