ଆଦି ପୁସ୍ତକ 21:22 - ପବିତ୍ର ବାଇବଲ22 ଏହା ପରେ ଅବିମେଲକ ଏବଂ ଫୀଖୋଲ୍ ନାମକ ଅବ୍ରହାମଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରତ୍ୟେକ କାର୍ଯ୍ୟରେ ସହାୟ ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)22 ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, ପରମେଶ୍ଵର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି। Gade chapit laଓଡିଆ ବାଇବେଲ22 ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି। Gade chapit la |
ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ, କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ। ସେମାନେ ତୁମ୍ଭର ଅନୁସରଣ କରିବେ। ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ, ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି, ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”