Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 21:26 - ପବିତ୍ର ବାଇବଲ

26 କିନ୍ତୁ ଅବିମେଲକ କହିଲେ, “ମୁଁ ଜାଣେ ନାହିଁ କିଏ ଏହା କରିଛି। ତୁମ୍ଭେ ଆଗରୁ ମୋତେ ଏ ବିଷୟରେ କିଛି କହିଲ ନାହିଁ। ମୁଁ ଆଜି ଏ ବିଷୟରେ ଶୁଣିବାକୁ ପାଇଲି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତହିଁରେ ଅବିମେଲକ କହିଲେ, ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।

Gade chapit la Kopi

ଓଡିଆ ବାଇବେଲ

26 ତହିଁରେ ଅବିମେଲକ କହିଲେ, “ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି, ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହିଁରେ ଅବିମେଲକ କହିଲେ, “ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି, ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।”

Gade chapit la Kopi




ଆଦି ପୁସ୍ତକ 21:26
4 Referans Kwoze  

ସେହି ସମୟରେ ସେଠାରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ। ଅବ୍ରାମଙ୍କର ଓ ଲୋଟଙ୍କର ମେଷପାଳକମାନଙ୍କ ମଧ୍ୟରେ ଝଗଡ଼ା ହେଲା।


ଏହା ପରେ ଅବ୍ରହାମ ଅବିମେଲକଠାରେ ଅଭିଯୋଗ କଲେ। କାରଣ ଅବିମେଲକର ଦାସମାନେ ଏକ କୂଅକୁ କ‌ବ୍‌ଜା କରି ନେଇଛନ୍ତି।


ତେଣୁ ଅବ୍ରହାମ ଓ ଅବିମେଲକ ମଧ୍ୟରେ ଏକ ଚୁକ୍ତି ହେଲା। ଅବ୍ରହାମ ଅବିମେଲକକୁ ଚୁକ୍ତିର ପ୍ରମାଣ ସ୍ୱରୂପ କିଛି ମେଷ ଓ ଗୋରୁ ଦେଲେ।


Swiv nou:

Piblisite


Piblisite