ଆଦି ପୁସ୍ତକ 21:4 - ପବିତ୍ର ବାଇବଲ4 ଅବ୍ରହାମ ପରମେଶ୍ୱରଙ୍କ ନିର୍ଦ୍ଦେଶ ଅନୁସାରେ ଇସ୍ହାକକୁ ଠିକ୍ ଆଠଦିନ ପରେ ସୁନ୍ନତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି ଅବ୍ରହାମ ପରମେଶ୍ଵରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍ହାକକୁ ଆଠ ଦିନ ବୟସରେ ସୁନ୍ନତ କଲେ। Gade chapit laଓଡିଆ ବାଇବେଲ4 ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ। Gade chapit la |
ଯଦି କୌଣସି ବିଦେଶି ତୁମ୍ଭମାନଙ୍କ ସହିତ ବାସ କରୁଥାଏ ଏବଂ ଯଦି ସେ ଗ୍ଭହିଁବ ନିସ୍ତାରପର୍ବରେ ଭାଗନେବା ପାଇଁ ତେବେ ତାକୁ ସୁନ୍ନତ ହେବାକୁ ପଡ଼ିବ। ତା'ପରେ ସେ ଇସ୍ରାଏଲୀୟମାନଙ୍କ ସହିତ ସମାନ ହେବ। ଏହା ପରେ ସେ ତୁମ୍ଭ ସହିତ ଭୋଜନ କରି ପାରିବ। ଯଦି ଜଣେ ସୁନ୍ନତ ହୋଇ ନ ଥିବ ତେବେ ସେ ନିସ୍ତାରପର୍ବ ପାଳନ କରି ପାରିବ ନାହିଁ କି ନିସ୍ତାର ଖାଦ୍ୟ ଖାଇ ପାରିବ ନାହିଁ।