ଆଦି ପୁସ୍ତକ 22:11 - ପବିତ୍ର ବାଇବଲ11 କିନ୍ତୁ ଏହା ପରେ ସଦାପ୍ରଭୁଙ୍କର ଦୂତ ସ୍ୱର୍ଗରୁ ଅବ୍ରହାମଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ଅବ୍ରହାମ ଉତ୍ତର ଦେଲେ, “ହଁ ପ୍ରଭୁ!” Gade chapit laପବିତ୍ର ବାଇବଲ (Re-edited) - (BSI)11 ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, ହେ ଅବ୍ରହାମ, ହେ ଅବ୍ରହାମ; ତହିଁରେ ସେ କହିଲେ, ଦେଖନ୍ତୁ, ମୁଁ ଏଠାରେ। Gade chapit laଓଡିଆ ବାଇବେଲ11 ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ !” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।” Gade chapit la |
ସଦାପ୍ରଭୁଙ୍କର ଦୂତ ଗିଲ୍ଗଲ୍ର ନଗରରୁ ବୋଖୀମକୁ ଆସିଲେ। ଏହି ସଦାପ୍ରଭୁଙ୍କର ଦୂତ ଇସ୍ରାଏଲବାସୀଙ୍କୁ ନିମ୍ନଲିଖିତ ବାର୍ତ୍ତା ଦେଲେ, “ମୁଁ ତୁମ୍ଭମାନଙ୍କୁ ମିଶରରୁ ଆଣିଲି। ମୁଁ ଯେଉଁ ଭୂମି ତୁମ୍ଭଙ୍କୁ ଦେଲି, ତାହା ମୁଁ ତୁମ୍ଭର ପୂର୍ବପୁରୁଷଙ୍କ ନିକଟରେ ଶପଥ କରିଥିଲି। ମୁଁ କହିଲି ଯେ, ମୁଁ ତୁମ୍ଭମାନଙ୍କ ସହିତ ଚୁକ୍ତି କଦାପି କୌଣସି ସମୟରେ ଲଙ୍ଘନ କରିବି ନାହିଁ।