ଆଦି ପୁସ୍ତକ 22:12 - ପବିତ୍ର ବାଇବଲ12 ସଦାପ୍ରଭୁଙ୍କର ଦୂତ ଅବ୍ରହାମଙ୍କୁ କହିଲେ, “ତୁମ୍ଭର ପୁତ୍ରକୁ ହତ୍ୟା କର ନାହିଁ କି କିଛି ଆଘାତ କର ନାହିଁ। ବର୍ତ୍ତମାନ ମୁଁ ଦେଖି ପାରୁଛି ଯେ, ତୁମ୍ଭେ ପରମେଶ୍ୱରଙ୍କୁ ସମ୍ମାନ କରୁଛ ଏବଂ ତାଙ୍କର ଆଜ୍ଞା ମାନି ଚଳୁଛ। କାରଣ ତୁମ୍ଭେ ତୁମ୍ଭର ଏକମାତ୍ର ପୁତ୍ରକୁ ମୋ’ ସକାଶେ ଉତ୍ସର୍ଗ କରିବାକୁ କୁଣ୍ଠାବୋଧ କରି ନାହଁ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସେ କହିଲେ, ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ଵରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ। Gade chapit laଓଡିଆ ବାଇବେଲ12 ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।” Gade chapit la |
କେବଳ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରତ୍ୟେକଙ୍କ ନିମନ୍ତେ ମଧ୍ୟ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରିପାର। ସେ କେବେ ହେଲେ ତୁମ୍ଭମାନଙ୍କୁ ଅସହ୍ୟ ପରୀକ୍ଷାରେ ପଡ଼ିବାକୁ ଦେବେ ନାହିଁ। କିନ୍ତୁ ଯେତେବେଳେ ତୁମ୍ଭେମାନେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହେବ, ସେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ୟ ଦେଖାଇ ଦେବେ।