Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 23:15 - ପବିତ୍ର ବାଇବଲ

15 “ମହାଶୟ, ମୋର କଥା ଶୁଣନ୍ତୁ। ଭୂମି ଖଣ୍ଡକର ମୂଲ୍ୟ ତ ଗ୍ଭରିଶହ ଶେକଲ ରୂପା ଆପଣଙ୍କ ପାଇଁ ଓ ମୋ’ ପାଇଁ କିଛି ନୁହେଁ। ଭୂମି ଗ୍ରହଣ କରନ୍ତୁ ଏବଂ ଆପଣଙ୍କର ମୃତ ସ୍ତ୍ରୀକୁ କବର ଦିଅନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ତକର ମୂଲ୍ୟ ତ ଚାରିଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଣୁକରି ଆପଣ ନିଜ ମୃତକୁ କବର ଦେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

15 “ପ୍ରଭୁ, ମୋ’ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରିଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର ? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 “ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରି ଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”

Gade chapit la Kopi




ଆଦି ପୁସ୍ତକ 23:15
6 Referans Kwoze  

ପୁଣି ଏକ ଶେକଲ କୋଡ଼ିଏ ଗେରା ହେବ, ଏକ ମିନା କୋଡ଼ିଏ ଶେକଲ, ପଚିଶ୍ ଶେକଲ, ପନ୍ଦର ଶେକଲ ହେବ।


ଧନୀ ବ୍ୟକ୍ତି ଅର୍ଦ୍ଧ ଶେକଲରୁ ଅଧିକ ଦେବା ଉଚିତ୍ ନୁହେଁ। ଗରିବ ଲୋକମାନେ ଅର୍ଦ୍ଧ ଶେକଲରୁ କମ୍ ଦେବା ଉଚିତ୍ ନୁହେଁ। ସମସ୍ତ ନୈବେଦ୍ୟ ସମାନ ହେବା ଉଚିତ୍। ତୁମ୍ଭ ଜୀବନର ପ୍ରାୟଶ୍ଚିତ ନିମନ୍ତେ, ଏହା ସଦାପ୍ରଭୁଙ୍କୁ ଉତ୍ସର୍ଗ କରାଯିବ।


ଯେଉଁମାନଙ୍କୁ ଗଣନା କରାଯାଏ ସେମାନେ ଅର୍ଦ୍ଧ ଶେକଲ ଦେବା ଉଚିତ୍। କାର୍ଯ୍ୟାଳୟ ମାପ ଅନୁସାରେ ଅର୍ଦ୍ଧ ଶେକଲ, ଏହି ଶେକଲ କୋଡ଼ିଏ ଗେରାହ ଅଟେ। ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପାଇଁ ନୈବେଦ୍ୟ ହେବ।


ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲେ,


ଏହା ପରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକଶ କସୀତା ନାମକ ରୌପ୍ୟ ମୁଦ୍ରାଦେଇ ସେହି ତମ୍ବୁ ସ୍ଥାନଟିକୁ କିଣିଲେ।


“ଏପରି ଖଣିସବୁ ଅଛି ଯେଉଁଠାରେ ରୂପା ମିଳେ। ଏପରି ସ୍ଥାନସବୁ ଅଛି, ଯେଉଁଠାରେ ସୁନାକୁ ତରଳାଇ ଶୁଦ୍ଧ କରାଯାଏ।


Swiv nou:

Piblisite


Piblisite