ଆଦି ପୁସ୍ତକ 23:19 - ପବିତ୍ର ବାଇବଲ19 ଏହା ପରେ ଅବ୍ରହାମ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ମମ୍ରିର ପାର୍ଶ୍ୱରେ ହେବ୍ରୋଣ ମଧ୍ୟରେ କିଣାନ ଦେଶରେ ନିଜର ସ୍ତ୍ରୀ ସାରାଙ୍କୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)19 ଅନନ୍ତର ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ୍। Gade chapit laଓଡିଆ ବାଇବେଲ19 ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ। Gade chapit la |
ଆହୁରି ସେମାନେ ଉଚ୍ଚସ୍ଥାନ ବିଷୟରେ ଭୟ କରିବେ ଓ ପଥରେ ତ୍ରାସ ହେବେ। ଆଉ ତୁମ୍ଭର ବାଳ ବାଦାମ ବୃକ୍ଷର ପୁଷ୍ପ ତୁଲ୍ୟ ଧଳା ଗତିରେ ପରିଣତ କରିବ। ତୁମ୍ଭର ଗତି ଝିଣ୍ଟିକାର ଗତି ସଦୃଶ ହେବ ଓ ତୁମ୍ଭେ ତୁମ୍ଭର ବଞ୍ଚିବାର ଇଚ୍ଛା ହରାଇବ। ଏବଂ ତା'ପରେ ତୁମ୍ଭେ ତୁମ୍ଭର ଚିରନିବାସକୁ (କବରକୁ) ଗମନ କରିବ। ଶୋକକାରୀମାନେ ଏକତ୍ରିତ ହୋଇ ତୁମ୍ଭର ମୃତ ଶରୀରକୁ କବର ସ୍ଥାନକୁ ନେବେ।