Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 23:3 - ପବିତ୍ର ବାଇବଲ

3 ଏହା ପରେ ଅବ୍ରହାମ ସେହି ମୃତ ଦେହକୁ ଛାଡ଼ି ହେତରମାନଙ୍କୁ କହିଲେ। ସେ ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅନନ୍ତର ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତର ସନ୍ତାନମାନଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

3 ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତ୍‍ର ସନ୍ତାନମାନଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠିଯାଇ ହେତ୍‌ର ସନ୍ତାନମାନଙ୍କୁ କହିଲେ,

Gade chapit la Kopi




ଆଦି ପୁସ୍ତକ 23:3
9 Referans Kwoze  

ସୀଦୋନର ପିତା ଥିଲା କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ୟ ହେତର ପିତାଥିଲା। ହେତର ହେଲେ ଦୀଟାତୀୟମାନଙ୍କର ପିତା।


ହିତ୍ତୀୟ ଊରିୟ, ସର୍ବସୁଦ୍ଧା ସଇଁତିରିଶ୍ ଜଣ।


ଦାଉଦ ହିତ୍ତୀୟ ଅହୀମେଲକକୁ ଓ ସରୁୟାରର ପୁତ୍ର ଯୋୟାବର ଭ୍ରାତା, ଅବୀଶୟକୁ ପଗ୍ଭରିଲେ, “ମୋ’ ସଙ୍ଗରେ ଶାଉଲଙ୍କ ଛାଉଣି ନିକଟକୁ କିଏ ଯିବ।” ତହିଁରେ ଅବୀଶୟ ଉତ୍ତର ଦେଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”


ଯେଣୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମ‌କ୍‌ପେଲାର କ୍ଷେତ୍ର ହେତୀୟ ଇଫ୍ରୋଣଠାରୁ କିଣିଥିଲେ। ସେହି ହେତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ।


ଏହା ପରେ ରିବିକା ଇ‌ସ୍‌ହାକଙ୍କୁ କହିଲେ, “ତୁମ୍ଭର ପୁତ୍ର ଏଷୌ ହିତ୍ତୀୟ କନ୍ୟାକୁ ବିବାହ କଲା, ଏହା ମୋର ପ୍ରାଣକୁ କଷ୍ଟ ଦେଉଅଛି। କାରଣ ସେମାନେ ଆମ୍ଭର ଲୋକ ନୁହନ୍ତି। ଯଦି ଯାକୁବ ଏହି ଦେଶର କନ୍ୟାକୁ ବିବାହ କରେ ତେବେ ମୁଁ ମରିଯିବି।”


ଅବ୍ରହାମ ଉଠି ସେହି ଲୋକମାନଙ୍କୁ ପ୍ରଣାମ କଲେ।


ହେତର ଲୋକମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ,


ଯେହେତୁ ଅବ୍ରହାମ ହେତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କୁ ତାଙ୍କ ସ୍ତ୍ରୀ ସାରାଙ୍କ ସହିତ କବର ଦିଆଗଲା।


ହୀତ୍ତୀୟମାନଙ୍କର, ପରିଜୀୟମାନଙ୍କର ଓ ରଫାୟୀୟମାନଙ୍କର


Swiv nou:

Piblisite


Piblisite