ଆଦି ପୁସ୍ତକ 24:18 - ପବିତ୍ର ବାଇବଲ18 ରିବିକା ତତ୍କ୍ଷଣାତ୍ ତାଙ୍କ କାନ୍ଧରୁ ପାତ୍ରଟିକୁ ଓହ୍ଲାଇ ତାଙ୍କୁ ପିଇବାକୁ ଦେଲେ। ରିବିକା କହିଲେ, “ହେ ମହାଶୟ ପାନ କର।” Gade chapit laପବିତ୍ର ବାଇବଲ (Re-edited) - (BSI)18 ତହିଁରେ ସେ କହିଲା, ମହାଶୟ, ପାନ କରନ୍ତୁ; ଏହା କହି ସେ ଶୀଘ୍ର କଳଶ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା। Gade chapit laଓଡିଆ ବାଇବେଲ18 ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା। Gade chapit la |
ମୁଁ ଅପେକ୍ଷା କଲି ତୁମ୍ଭର ଚିହ୍ନ ପାଇଁ କିଏ ଇସ୍ହାକର ସ୍ତ୍ରୀ ହେବ। ମୁଁ ସେହି ଝିଅକୁ କହିବି ‘ଦୟାକରି ତୁମ୍ଭର ପାତ୍ର ମୋ’ ଆଡ଼କୁ ତଳମୁହାଁ କର। ଯେପରି ମୁଁ ପାଣି ପିଇ ପାରିବି।’ ମୁଁ ଜାଣି ପାରିବି ସେହି ହେଉଛି ଉପଯୁକ୍ତ ପାତ୍ରୀ ଯିଏ କହିବ, ‘ପାଣି ପିଅ ଏବଂ ମୁଁ ତୁମ୍ଭର ଓଟମାନଙ୍କୁ ମଧ୍ୟ ପାଣି ଦେବି।’ ଯଦି ଏହିପରି ହୁଏ, ତେବେ ମୁଁ ଜାଣିବି ସେ ହେଉଛି ଇସ୍ହାକ ପାଇଁ ଉପଯୁକ୍ତ କନ୍ୟା। ଏବଂ ମୁଁ ଜାଣିବି ତୁମ୍ଭେ ମୋର ମୁନିବଙ୍କ ଉପରେ ଦୟା କଲ।”