Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:22 - ପବିତ୍ର ବାଇବଲ

22 ଓଟମାନେ ପାଣି ପିଇ ସାରିବା ପରେ ସେହି ଦାସ ରିବିକାଙ୍କୁ ଏକ ସୁନା ନଥ ପ୍ରଦାନ କଲେ ଯାହାର ଓଜନ ଅଧଭରି ଥିଲା। ଏବଂ ତା'ର ହାତ ପାଇଁ ଦୁଇଟି ବଳା ଯାହାର ଓଜନ ଦଶ ଭରି ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,

Gade chapit la Kopi

ଓଡିଆ ବାଇବେଲ

22 ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,

Gade chapit la Kopi




ଆଦି ପୁସ୍ତକ 24:22
16 Referans Kwoze  

ଜଣେ ଯୁବତୀ କ’ଣ ନିଜର ଅଳଙ୍କାରକୁ ଭୁଲିପାରେ? ଜଣେ କନ୍ୟା କ’ଣ ତା'ର ପୋଷାକକୁ ଭୁଲି ପାରିବ? କିନ୍ତୁ ମୋର ଲୋକମାନେ ମୋତେ ଅସଂଖ୍ୟ ଥର ପାଶୋରି ଅଛନ୍ତି।


ତା'ପରେ ମୁଁ ପଗ୍ଭରିଲି, ‘ତୁମ୍ଭର ପିତା କିଏ?’ ସେ ଉତ୍ତର ଦେଲେ, ‘ବଥୂୟେଲ ମୋର ପିତା।’ ଏହା ପରେ ମୁଁ ତାଙ୍କୁ ବଳା ଓ ନଥ ଦେଲି।


ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଛିଡ଼ା ହେଲା। ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ।


ଅତଏବ ସମସ୍ତେ ମିଳିମିଶି ଶାନ୍ତିରେ ରହିବା ଉଚିତ୍। ପରସ୍ପରକୁ ବୁଝିବା ପାଇଁ ଚେଷ୍ଟା କର। ପରସ୍ପରକୁ ଭାଇ ଭଉଣୀ ଭଳି ଭଲ ପାଅ। ସଦୟ ଓ ନମ୍ର ହୁଅ।


ତୁମ୍ଭର କେଶ, ସୁନା ଅଳଙ୍କାର ବା ସୁନ୍ଦର ବସ୍ତ୍ର ଉପରେ ତୁମ୍ଭର ସୌନ୍ଦର୍ଯ୍ୟ ନିର୍ଭର କରେ ନାହିଁ।


ସେହି ଦାସ ଅବ୍ରହାମଙ୍କର ଦଶଟା ଓଟ ନେଇ ସେହି ସ୍ଥାନ ପରିତ୍ୟାଗ କଲେ। ସମସ୍ତ ପ୍ରକାରର ସୁନ୍ଦର ଉପହାରଗୁଡ଼ିକ ବହନ କରି ନେଲେ। ସେହି ଦାସ ନାହୋର, ଅରାମନହରୟିମର ନଗରକୁ ଯାତ୍ରା କଲେ।


ସେହି ଦାସଜଣକ ପଗ୍ଭରିଲେ, “ତୁମ୍ଭ ବାପାଙ୍କର ନାମ କ’ଣ? ତୁମ୍ଭ ପିତାଙ୍କ ଗୃହରେ ଆମ୍ଭମାନଙ୍କର ରହିବା ପାଇଁ ସ୍ଥାନ ଅଛି କି?”


ଏହା ପରେ ରିବିକା ପାଇଁ ଆଣିଥିବା ସବୁ ଉପହାର ତାଙ୍କୁ ଦେଲେ। ସେ ମଧ୍ୟ ତାଙ୍କୁ ସୁନ୍ଦର ବସ୍ତ୍ର ଓ ସୁନାରୂପା ଅଳଙ୍କାର ତାଙ୍କୁ ଦେଲେ। ସେ ମଧ୍ୟ ବହୁ ଦାମିକା ଉପହାର ତାଙ୍କ ମା ଓ ଭାଇକୁ ଦେଲେ।


ଆଉ ମୋର ପିତୃବ୍ୟ ପୁଅ ହନନେଲଠାରୁ ଅନାଥୋତସ୍ଥିତ ସେହି କ୍ଷେତ୍ର କ୍ରୟ କଲି ଓ ତାହାର ମୂଲ୍ୟ ସ୍ୱରୂପ ସତର ଶେକଲ ରୂପା ତୌଲି ତାହାକୁ ଦେଲି।


“ଏପରି ଖଣିସବୁ ଅଛି ଯେଉଁଠାରେ ରୂପା ମିଳେ। ଏପରି ସ୍ଥାନସବୁ ଅଛି, ଯେଉଁଠାରେ ସୁନାକୁ ତରଳାଇ ଶୁଦ୍ଧ କରାଯାଏ।


Swiv nou:

Piblisite


Piblisite