ଆଦି ପୁସ୍ତକ 24:42 - ପବିତ୍ର ବାଇବଲ42 “ଆଜି ଏହି କୂପ ନିକଟକୁ ଆସିଲି ଏବଂ କହିଲି, ‘ସଦାପ୍ରଭୁ ପରମେଶ୍ୱର ମୋର ପ୍ରଭୁ ଅବ୍ରହାମଙ୍କର ପରମେଶ୍ୱର, ଦୟାକରି ମୋର ଯାତ୍ରା ସଫଳ କରାଅ। Gade chapit laପବିତ୍ର ବାଇବଲ (Re-edited) - (BSI)42 ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ଵର, ତୁମ୍ଭେ ଯେବେ ମୋହର କୃତ ଯାତ୍ରା ସଫଳ କର, Gade chapit laଓଡିଆ ବାଇବେଲ42 ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରା ସଫଳ କର, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ‘ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରା ସଫଳ କର, Gade chapit la |
ସେମାନେ ତାହାଙ୍କୁ କହିଲେ, “ଆମ୍ଭମାନଙ୍କୁ ସୈନ୍ୟବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ୱରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ୟକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ୱର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦେଇ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।”