Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:48 - ପବିତ୍ର ବାଇବଲ

48 ମୁଁ ମୁଣ୍ଡ ନୁଆଁଇ ସଦାପ୍ରଭୁଙ୍କର ଧନ୍ୟବାଦ କଲି। ସେ ମୋର କର୍ତ୍ତାଙ୍କର ପୁତ୍ର ନିମନ୍ତେ ତାଙ୍କ ଭାତୃପୁତ୍ରଙ୍କ କନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ। ମୋର କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି ଯେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋʼ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ଵରଙ୍କର ଧନ୍ୟବାଦ କଲି।

Gade chapit la Kopi

ଓଡିଆ ବାଇବେଲ

48 ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋ’ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋ’ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋʼ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି।

Gade chapit la Kopi




ଆଦି ପୁସ୍ତକ 24:48
11 Referans Kwoze  

ଏହି ପରମେଶ୍ୱର ହିଁ ଆମ୍ଭର ଚିରକାଳ ଲାଗି ପରମେଶ୍ୱର ଅଟନ୍ତି। ସେ ଚିରକାଳ ଲାଗି ଆମ୍ଭକୁ ପଥ ପ୍ରଦର୍ଶନ କରିବେ।


ସଦାପ୍ରଭୁ କୁହନ୍ତି, “ମୁଁ ତୁମ୍ଭକୁ ଶିକ୍ଷା ଦେବି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ୟ ବତାଇ ଦେବି। ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ୱାବଧାରକ ହେବି।


ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କୁହନ୍ତି, “ଆମ୍ଭେ ସଦାପ୍ରଭୁ, ତୁମ୍ଭର ପରମେଶ୍ୱର, ତୁମ୍ଭର ମଙ୍ଗଳ ପାଇଁ ତୁମ୍ଭକୁ ଶିକ୍ଷା ଦେଉ ଓ ତୁମ୍ଭକୁ ଉଚିତ୍ ମାର୍ଗରେ ଗମନ କରିବାକୁ ନିର୍ଦ୍ଦେଶ ଦେଉ।


ଯେତେବେଳେ ଅବ୍ରହାମଙ୍କର ଦାସ ଏହା ଶୁଣିଲେ। ସଦାପ୍ରଭୁଙ୍କଠାରେ ମୁଣ୍ଡ ନୁଆଁଇ ପ୍ରଣାମ କଲେ।


ମୁଁ ତୁମ୍ଭକୁ ଜ୍ଞାନ ମାର୍ଗରେ ପରିଗ୍ଭଳିତ କରୁଛି। ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇ ଅଛି।


ପରମେଶ୍ୱର ସେମାନଙ୍କୁ ବସତି ନଗରକୁ ଆଗେଇ ନେଲେ, ଯେଉଁଠାରେ ସେମାନେ ବାସ କରି ପାରିବେ।


ଏହା ପରେ ଆମ୍ଭମାନଙ୍କ ନିମନ୍ତେ, ଆମ୍ଭମାନଙ୍କ ସନ୍ତାନମାନଙ୍କ ନିମନ୍ତେ, ଆମ୍ଭମାନଙ୍କର ସମସ୍ତ ସାମଗ୍ରୀ ନିମନ୍ତେ ଓ ସକଳ ସମ୍ପତ୍ତି ପାଇଁ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ମୁଁ ଅହିବା ନଦୀ ନିକଟରେ ଉପବାସ ଘୋଷଣା କଲି।


ତୁମ୍ଭେ ସେମାନଙ୍କୁ ବିଧି ଓ ବ୍ୟବସ୍ଥାର ଉପଦେଶ ଦିଅ ଓ ସେମାନଙ୍କ ଗନ୍ତବ୍ୟ ପଥ ଓ କର୍ତ୍ତବ୍ୟ କର୍ମ ଦେଖାଅ।


ସେହି ବଥୂୟେଲର କନ୍ୟା ରିବିକା। ମି‌ଲ୍‌କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା।


Swiv nou:

Piblisite


Piblisite