Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 24:5 - ପବିତ୍ର ବାଇବଲ

5 ଦାସ ତାଙ୍କୁ କହିଲେ, “ଏହା ସମ୍ଭବ ହୋଇପାରେ ଯେ, ଯେବେ କୌଣସି କନ୍ୟା ମୋ’ ସହିତ ଏହି ଭୁମିକୁ ଆସି ନ ପାରନ୍ତି, ତେବେ ମୁଁ ତୁମ୍ଭର ପୁତ୍ରକୁ ମୋ’ ସହିତ ତୁମ୍ଭର ଜନ୍ମସ୍ଥାନକୁ ନେବା ଉଚିତ୍ କି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେତେବେଳେ ସେହି ଦାସ ତାଙ୍କୁ କହିଲା, ଯେବେ କୌଣସି କନ୍ୟା ମୋʼ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତା ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି?

Gade chapit la Kopi

ଓଡିଆ ବାଇବେଲ

5 ସେତେବେଳେ ସେହି ଦାସ ତାଙ୍କୁ କହିଲା, “ଯଦି କୌଣସି କନ୍ୟା ମୋ’ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତ ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେତେବେଳେ ସେହି ଦାସ ତାଙ୍କୁ କହିଲା, “ଯଦି କୌଣସି କନ୍ୟା ମୋʼ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତ ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି?”

Gade chapit la Kopi




ଆଦି ପୁସ୍ତକ 24:5
8 Referans Kwoze  

ଯଦି ତୁମ୍ଭେ ସେହିସବୁ କରିବ, ତେବେ ତୁମ୍ଭକୁ ସଦାପ୍ରଭୁଙ୍କ ନାମରେ ଶପଥ କରି କହିବାକୁ ପଡ଼ିବ ଯେ ‘ସଦାପ୍ରଭୁ ଜୀବିତ।’ ଆଉ ତୁମ୍ଭେ ଏସବୁ ସତ୍ୟ, ନ୍ୟାୟ ଓ ଧାର୍ମିକତାରେ ସେ ସବୁ କହିବାକୁ କ୍ଷମ ହେବ। ତାହାଦ୍ୱାରା ନାନାଦେଶୀୟମାନେ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର ହେବେ। ସେମାନେ ଗର୍ବର ସହିତ କହିବେ ସଦାପ୍ରଭୁ ତାହା କରିଛନ୍ତି।”


ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।


“ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ, କାରଣ ଯେକେହି ତାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।


ଯଦି ତୁମ୍ଭେ ଏପରି କର ଓ ମୋର ଲୋକମାନଙ୍କୁ ଯିବାକୁ ନ ଦିଅ।


ସେମାନେ ରିବିକାକୁ ଡାକି ପଗ୍ଭରିଲେ, “ତୁମ୍ଭେ ଏହି ଲୋକ ସହିତ ବର୍ତ୍ତମାନ ଯିବାକୁ ଗ୍ଭହଁ କି?” ରିବିକା ଉତ୍ତର ଦେଲେ, “ହଁ, ମୁଁ ଯିବି।”


ମୋର ଜନ୍ମସ୍ଥାନକୁ ଯାଅ ଇ‌ସ୍‌ହାକ ପାଇଁ ଏକ ପତ୍ନୀ ଧରି ଆସ।”


ଅବ୍ରହାମ ତାଙ୍କୁ କହିଲେ, “ନା ମୋର ପୁତ୍ରକୁ ସେଠାକୁ ନେବ ନାହିଁ।


ମୁଁ ମୋର କର୍ତ୍ତାଙ୍କୁ କହିଲି, ‘ଏପରିକି ସେ ସ୍ତ୍ରୀ ମୋ’ ସହିତ ଏଠାକୁ ଆସି ନ ପାରେ।’


Swiv nou:

Piblisite


Piblisite