ଆଦି ପୁସ୍ତକ 24:61 - ପବିତ୍ର ବାଇବଲ61 ଏହା ପରେ ରିବିକା ଓ ତାଙ୍କର ସେବୀକା ଓଟଗୁଡ଼ିକ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ଯାତ୍ରା କଲେ। ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)61 ଅନନ୍ତର ରିବିକା ଓ ତାହାର ଦାସୀମାନେ ଉଠି ଓଟ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ପଛେ ଯାତ୍ରା କଲେ। ଏହିରୂପେ ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲା। Gade chapit laଓଡିଆ ବାଇବେଲ61 ଏଥିଉତ୍ତାରେ ରିବିକା ଓ ତାହାର ଦାସୀମାନେ ଉଠି ଓଟ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ପଛେ ଯାତ୍ରା କଲେ। ଏହିରୂପେ ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT61 ଏଥିଉତ୍ତାରେ ରିବିକା ଓ ତାହାର ଦାସୀମାନେ ଉଠି ଓଟ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ପଛେ ଯାତ୍ରା କଲେ। ଏହିରୂପେ ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲା। Gade chapit la |
‘ମୁଁ ନିଶ୍ଚିତ, ସେମାନେ ଯୁଦ୍ଧରେ ବିଜୟୀ ହୋଇଛନ୍ତି। ସେମାନେ ଲୁଣ୍ଠିତ ସାମଗ୍ରୀ ସବୁ ନେଇ ଯାଉଛନ୍ତି। ସେମାନେ ଲୁଣ୍ଠିତ ସାମଗ୍ରୀକୁ ସେମାନଙ୍କ ମଧ୍ୟରେ ଭାଗ କରୁଛନ୍ତି। ପ୍ରତ୍ୟେକ ସୈନ୍ୟ ଗୋଟିଏ ବା ଦୁଇଟି ଯୁବତୀ ନେଉଛନ୍ତି। ହୋଇପାରେ ସୀଷରା ରଙ୍ଗ କରାଯାଇଥିବା ବସ୍ତ୍ର ଖଣ୍ଡେ, ରଙ୍ଗ କରାଯାଇଥିବା ହସ୍ତ କର୍ମ ଚିତ୍ରିତ ବସ୍ତ୍ର କିମ୍ବା ବିଜେତା ସୀଷରାର ପରିଧାନ ପାଇଁ ଦୁଇଟି ଖଣ୍ତ ପାଇଅଛି।’