Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:1 - ପବିତ୍ର ବାଇବଲ

1 ଥରେ ଅବ୍ରହାମଙ୍କର ସମୟରେ ଦୁର୍ଭିକ୍ଷ ହୋଇଥିଲା। ସେହି ଦେଶରେ ଆଉ ସେହିଭଳି ଏକ ଦୁର୍ଭିକ୍ଷ ଦେଖାଦେବାରୁ ଇ‌ସ୍‌ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‍ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁଗଲେ।

Gade chapit la Kopi

ଓଡିଆ ବାଇବେଲ

1 ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‍ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‌ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।

Gade chapit la Kopi




ଆଦି ପୁସ୍ତକ 26:1
10 Referans Kwoze  

ସେହି ସମୟରେ ସେହି ଦେଶରେ ଭୟଙ୍କର ଦୁର୍ଭିକ୍ଷ ପଡ଼ିଲା। ତେଣୁ ଅବ୍ରାମ ବାସ କରିବା ପାଇଁ ମିଶର ଦେଶକୁ ଯାତ୍ରା କଲେ।


ଅବ୍ରହାମଙ୍କ ମୃତ୍ୟୁପରେ ପରମେଶ୍ୱର ତାଙ୍କର ପୁତ୍ର ଇ‌ସ୍‌ହାକଙ୍କୁ ଆଶୀର୍ବାଦ କଲେ। ଏବଂ ଇ‌ସ୍‌ହାକ ବେର-ଲହୟରୋୟୀ ନାମକ ସ୍ଥାନରେ ବସତି କଲେ।


ଏହା ପରେ ଯାକୁବ ଏଷୌକୁ ରୋଟୀ ଏବଂ ମସୁରଡାଲି ରାନ୍ଧି ଖାଇବାକୁ ଦେଲେ ଓ ସେ ସ୍ଥାନ ପରିତ୍ୟାଗ କଲେ। ଏହିପରି ଏଷୌ ନିଜର ଜ୍ୟେଷ୍ଠ ଭ୍ରାତାର ଅଧିକାର ବିଷୟରେ ପୁନର୍ବାର ଭାବିଲେ ନାହିଁ।


କିଣାନ ଦେଶରେ ଦୁର୍ଭିକ୍ଷ ଭୟଙ୍କର ଥିଲା। ତେଣୁ କିଣାନ ଦେଶରୁ ବହୁତ ଲୋକ ମିଶରକୁ ଖାଦ୍ୟଶସ୍ୟ କିଣିବାକୁ ଗଲେ। ସେମାନଙ୍କ ମଧ୍ୟରେ ଯାକୁବର ପୁତ୍ରମାନେ ମଧ୍ୟ ଥିଲେ।


ଏହି ସମୟରେ ସେ ଦେଶରେ ଦୁର୍ଭିକ୍ଷ ଅତି ଭୟଙ୍କର ଥିଲା।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏବଂ ମିଶରରୁ ବାହାର କରି ଆଣିଥିବା ଲୋକମାନଙ୍କ ସହିତ ଏ ଦେଶ ପରିତ୍ୟାଗ କର। ମୁଁ ଅବ୍ରହାମ ଓ ଇ‌ସ୍‌ହାକ ଓ ଯାକୁବ ନିକଟରେ ପ୍ରତିଜ୍ଞା କରିଥିଲି, ସେମାନଙ୍କ ଭବିଷ୍ୟଦ୍ ବଂଶଧରମାନଙ୍କୁ ଦେବି ବୋଲି।


ସେହି ସମୟରେ ଯେତେବେଳେ ବିଗ୍ଭରକଗଣ ଶାସନ କରୁଥିଲେ, ସେହି ଦେଶରେ ଦୁର୍ଭିକ୍ଷ ପଡ଼ିଥିଲା। ତେଣୁ ଏଲିମେଲକ ନାମକ ଜଣେ ଲୋକ ଯିହୁଦାସ୍ଥିତ ନିଜର ଗୃହ ବୈ‌ଥ୍‌ଲେହେମକୁ ପରିତ୍ୟାଗ କଲା ଏବଂ ସେ ତା'ର ସ୍ତ୍ରୀ ଓ ଦୁଇ ପୁତ୍ର ସହିତ ମୋୟାବ ଦେଶରେ ବାସ କରିବାକୁ ଗଲା।


ଦାଉଦଙ୍କ ରାଜତ୍ୱ ସମୟରେ କ୍ରମାଗତ ତିନି ବର୍ଷ ଧରି ଦୁର୍ଭିକ୍ଷ ହେଲା। ଏହି ସମୟରେ ରାଜା ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଶାଉଲ ଓ ତା'ର ହତ୍ୟାକାରୀ ବଂଶ ଯୋଗୁଁ ଏପରି ହେଉଛି। ଯେହେତୁ ସେ ଗିବିୟୋନୀୟମାନଙ୍କୁ ହତ୍ୟା କରିଥିଲା।”


Swiv nou:

Piblisite


Piblisite