ଆଦି ପୁସ୍ତକ 26:10 - ପବିତ୍ର ବାଇବଲ10 ଅବିମେଲକ କହିଲେ, “ତୁମ୍ଭେ ଆମ୍ଭକୁ ଖରାପ ବ୍ୟବହାର କଲ। ଯଦି କୌଣସି ଲୋକ ତୁମ୍ଭ ସ୍ତ୍ରୀ ସଙ୍ଗରେ ଅନାୟାସରେ ଶୟନ କରି ଥା’ନ୍ତା। ତାହାହେଲେ ସେ ପାପର ଭାଗୀଦାର ହୋଇଥା’ନ୍ତା।” Gade chapit laପବିତ୍ର ବାଇବଲ (Re-edited) - (BSI)10 ତହିଁରେ ଅବିମେଲକ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ। Gade chapit laଓଡିଆ ବାଇବେଲ10 ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।” Gade chapit la |