ଆଦି ପୁସ୍ତକ 26:14 - ପବିତ୍ର ବାଇବଲ14 ତାଙ୍କର ପଲ ପଲ ମେଷ, ପଶୁପଲ ଏବଂ ଦାସ ଥିଲେ। ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ14 ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ। Gade chapit la |
ଏହା ପରେ ମୁଁ ଭାବିଲି, “କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି?” ମୁଁ ଦେଖିଲି ଲୋକମାନେ ଜୀବନରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସେମାନେ କେବେ ଗ୍ଭହାନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ୟ ଅଟେ।