Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:17 - ପବିତ୍ର ବାଇବଲ

17 ତେଣୁ ସେହି ସ୍ଥାନ ପରିତ୍ୟାଗ କରି ଗରାରର ଛୋଟ ନଦୀ ନିକଟରେ ଛାଉଣି ପକାଇଲେ। ଇ‌ସ୍‌ହାକ ସେହିଠାରେ ରହି ବାସ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହିଁରେ ଇସ୍‍ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ଵୁ ସ୍ଥାପନ କରି ସେହିଠାରେ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

17 ତହିଁରେ ଇସ୍‍ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ବୁ ସ୍ଥାପନ କରି ସେହିଠାରେ ବାସ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁରେ ଇସ୍‌ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ବୁ ସ୍ଥାପନ କରି ସେହିଠାରେ ବାସ କଲେ।

Gade chapit la Kopi




ଆଦି ପୁସ୍ତକ 26:17
2 Referans Kwoze  

ଏହା ପରେ ଅବିମେଲକ ଇ‌ସ୍‌ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର। ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ବଳବାନ ହୋଇଅଛ।”


ଇ‌ସ୍‌ହାକ ପୂନର୍ବାର ସେହି କୂପମାନ ଖୋଳାଇଲେ, ଯାହା ପଲେଷ୍ଟୀୟଙ୍କ ଦ୍ୱାରା ପୋତା ଯାଇଥିଲା। ଯେଉଁ କୂପଗୁଡ଼ିକ ତାଙ୍କ ପିତା ବଞ୍ଚିଥିଲା ବେଳେ ଖୋଳା ଯାଇଥିଲା। ସେ ସେହି ନାମ ବ୍ୟବହାର କଲେ, ଯାହା ତାଙ୍କ ପିତା ବ୍ୟବହାର କରିଥିଲେ।


Swiv nou:

Piblisite


Piblisite