ଆଦି ପୁସ୍ତକ 26:18 - ପବିତ୍ର ବାଇବଲ18 ଇସ୍ହାକ ପୂନର୍ବାର ସେହି କୂପମାନ ଖୋଳାଇଲେ, ଯାହା ପଲେଷ୍ଟୀୟଙ୍କ ଦ୍ୱାରା ପୋତା ଯାଇଥିଲା। ଯେଉଁ କୂପଗୁଡ଼ିକ ତାଙ୍କ ପିତା ବଞ୍ଚିଥିଲା ବେଳେ ଖୋଳା ଯାଇଥିଲା। ସେ ସେହି ନାମ ବ୍ୟବହାର କଲେ, ଯାହା ତାଙ୍କ ପିତା ବ୍ୟବହାର କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେ ସମସ୍ତ ଇସ୍ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ। Gade chapit laଓଡିଆ ବାଇବେଲ18 ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ। Gade chapit la |
ଉଷିୟ ମରୁଭୂମି ମଧ୍ୟରେ ଦୁର୍ଗମାନ ନିର୍ମାଣ କଲେ। ଆହୁରି ମଧ୍ୟ, ସେ ଅନେକ କୂପ ଖୋଳିଲେ। ପାର୍ବତ୍ୟମୟ ଦେଶ ଓ ସମତଳ ଭୂମିରେ ତାଙ୍କର ପ୍ରଚୁର ପଶୁପଲ ଥିଲା। ପାର୍ବତ୍ୟାଞ୍ଚଳ ଓ ଉତ୍ତମ ଶସ୍ୟ ଉତ୍ପନ୍ନ ହେଉଥିବା ସ୍ଥାନମାନଙ୍କରେ ଉଷିୟଙ୍କର କୃଷକମାନେ ଥିଲେ। ଅଙ୍ଗୁରକ୍ଷେତ୍ର ଗୁଡ଼ିକର ଯତ୍ନ ନେବା ନିମନ୍ତେ ସେ ଲୋକମାନଙ୍କୁ ନିଯୁକ୍ତ କଲେ। ସେ କୃଷିକର୍ମକୁ ଭଲ ପାଉଥିଲେ।