Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:19 - ପବିତ୍ର ବାଇବଲ

19 ଆଉ ଇ‌ସ୍‌ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ ଇସ୍‍ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ।

Gade chapit la Kopi

ଓଡିଆ ବାଇବେଲ

19 ଆଉ ଇସ୍‍ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ଇସ୍‌ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ।

Gade chapit la Kopi




ଆଦି ପୁସ୍ତକ 26:19
5 Referans Kwoze  

ଯଦି କୌଣସି ଲୋକ ମୋ'ଠାରେ ବିଶ୍ୱାସ କରେ ତେବେ ତା'ର ହୃଦୟରୁ ଜୀବନ୍ତ ଜଳ ପ୍ରବାହିତ ହେବ। ଏହି କଥା ଧର୍ମ ଶାସ୍ତ୍ରରେ ଲେଖା ଅଛି।”


ତୁମ୍ଭେ ଉଦ୍ୟାନର ଏକ ଝରଣା, ଅମୃତ ଜଳର କୂପ ଓ ଲିବାନୋ‌ନ୍‌ରୁ ପ୍ରବାହିତ ସ୍ରୋତ ଅଟ।


ଇ‌ସ୍‌ହାକ ପୂନର୍ବାର ସେହି କୂପମାନ ଖୋଳାଇଲେ, ଯାହା ପଲେଷ୍ଟୀୟଙ୍କ ଦ୍ୱାରା ପୋତା ଯାଇଥିଲା। ଯେଉଁ କୂପଗୁଡ଼ିକ ତାଙ୍କ ପିତା ବଞ୍ଚିଥିଲା ବେଳେ ଖୋଳା ଯାଇଥିଲା। ସେ ସେହି ନାମ ବ୍ୟବହାର କଲେ, ଯାହା ତାଙ୍କ ପିତା ବ୍ୟବହାର କରିଥିଲେ।


ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇ‌ସ୍‌ହାକଙ୍କ ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର” ଏଣୁ ସେମାନେ ସେହି କୂପର ନାମ ଏଷକ ରଖିଲେ। ଯେହେତୁ ତାଙ୍କ ସହିତ ସେମାନେ ବିବାଦ କଲେ।


Swiv nou:

Piblisite


Piblisite