Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:21 - ପବିତ୍ର ବାଇବଲ

21 ଏହା ପରେ ଇ‌ସ୍‌ହାକଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ ସେଠାକାର ଲୋକମାନେ ତା’ ପାଇଁ ମଧ୍ୟ ବିବାଦ କଲେ। ତହିଁରେ ଇ‌ସ୍‌ହାକ ତହିଁର ନାମ ସିଟନା ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଅନନ୍ତର ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍‍ହାକ ତହିଁର ନାମ ସିଟ୍ନା (ଶତ୍ରୁତା) ରଖିଲେ।

Gade chapit la Kopi

ଓଡିଆ ବାଇବେଲ

21 ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍‍ହାକ ତହିଁର ନାମ ସିଟ୍‍ନା (ଶତ୍ରୁତା) ରଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍‌ହାକ ତହିଁର ନାମ “ସିଟ୍ନା” (ଶତ୍ରୁତା) ରଖିଲେ।

Gade chapit la Kopi




ଆଦି ପୁସ୍ତକ 26:21
4 Referans Kwoze  

ଆଉ ଅକ୍ଷଶ୍ୱେରଶର ସମୟରେ ତାହାର ଅଧିକାରର ଆରମ୍ଭରେ ସେମାନେ ଯିହୁଦା ଓ ଯିରୁଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦ ପତ୍ର ଲେଖିଲେ।


ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇ‌ସ୍‌ହାକଙ୍କ ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର” ଏଣୁ ସେମାନେ ସେହି କୂପର ନାମ ଏଷକ ରଖିଲେ। ଯେହେତୁ ତାଙ୍କ ସହିତ ସେମାନେ ବିବାଦ କଲେ।


ପୁଣି ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରିହୋବୋତ୍ ରଖିଲେ। “ସଦାପ୍ରଭୁ ଆମ୍ଭଙ୍କୁ ରହିବା ପାଇଁ ଯଥେଷ୍ଟ ସ୍ଥାନ ଦେଇଛନ୍ତି। ଆମ୍ଭେ ଏହି ଦେଶରେ ବୃଦ୍ଧି ପାଇବା।”


ଏହା ପରେ ଅବ୍ରହାମ ଅବିମେଲକଠାରେ ଅଭିଯୋଗ କଲେ। କାରଣ ଅବିମେଲକର ଦାସମାନେ ଏକ କୂଅକୁ କ‌ବ୍‌ଜା କରି ନେଇଛନ୍ତି।


Swiv nou:

Piblisite


Piblisite