Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:22 - ପବିତ୍ର ବାଇବଲ

22 ପୁଣି ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରିହୋବୋତ୍ ରଖିଲେ। “ସଦାପ୍ରଭୁ ଆମ୍ଭଙ୍କୁ ରହିବା ପାଇଁ ଯଥେଷ୍ଟ ସ୍ଥାନ ଦେଇଛନ୍ତି। ଆମ୍ଭେ ଏହି ଦେଶରେ ବୃଦ୍ଧି ପାଇବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।

Gade chapit la Kopi

ଓଡିଆ ବାଇବେଲ

22 ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍‍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍‍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, “ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।”

Gade chapit la Kopi




ଆଦି ପୁସ୍ତକ 26:22
11 Referans Kwoze  

କିନ୍ତୁ ଇସ୍ରାଏଲର ବଂଶଧର ବଢ଼ିଲେ। ସେମାନଙ୍କ ସଂଖ୍ୟା ବଢ଼ି ବଢ଼ି ଗ୍ଭଲିଲା। ଇସ୍ରାଏଲର ଲୋକମାନେ ଅତ୍ୟଧିକ ଶକ୍ତିଶାଳୀ ହେବାକୁ ଲାଗିଲେ ଏବଂ ମିଶର ଦେଶ ଇସ୍ରାଏଲୀୟଙ୍କ ଦ୍ୱାରା ପରିପୂର୍ଣ୍ଣ ହେଲା।


ଆମ୍ଭେ ତୁମ୍ଭକୁ ବହୁତ ବଂଶଧର କରିବୁ। ନୂଆ ଜାତି ଓ ନୂତନ ରାଜା ତୁମ୍ଭଠାରୁ ସୃଷ୍ଟି ହେବେ।


ମୁଁ ସଙ୍କଟରେ ଥିଲି, ତେଣୁ ସଦାପ୍ରଭୁଙ୍କର ସାହାଯ୍ୟ ପାଇଁ ଡାକିଲି। ସଦାପ୍ରଭୁ ଉତ୍ତର ଦେଲେ ଏବଂ ମୋତେ ସେଥିରୁ ମୁକ୍ତ କଲେ।


ଯୋଷେଫ ତାଙ୍କର ଦ୍ୱିତୀୟ ପୁତ୍ରର ନାମ ଦେଲେ ଇଫ୍ରୟିମ କାରଣ ସେ କହିଲେ, “ମୋହର ଦୁଃଖ ଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”


ସଦାପ୍ରଭୁ ମୋତେ ଭଲ ପାଆନ୍ତି। ତେଣୁ ସେ ମୋତେ ଉଦ୍ଧାର କଲେ, ସେ ମୋତେ ନିରାପଦ ସ୍ଥାନକୁ ନେଇଗଲେ।


ହେ ମୋର ଧର୍ମସ୍ୱରୂପ ପରମେଶ୍ୱର, ମୋତେ ଉତ୍ତର ଦିଅ। ମୁଁ ଯେତେବେଳେ ତୁମ୍ଭକୁ ପ୍ରାର୍ଥନା କରୁଛି, ମୋର ଗୁହାରି ଶୁଣ। ମୋ’ ପ୍ରତି ସଦୟ ହୁଅ। ମୋତେ ମୋର ସମସ୍ତ ଦୁଃଖ ଯନ୍ତ୍ରଣାରୁ ମୁକ୍ତି ପ୍ରଦାନ କର।


ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ଅନେକ ଜନସମାଜ ହେବା ପାଇଁ ଯଥେଷ୍ଟ ବଂଶଧର କରନ୍ତୁ।


ଏହା ପରେ ଇ‌ସ୍‌ହାକଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ ସେଠାକାର ଲୋକମାନେ ତା’ ପାଇଁ ମଧ୍ୟ ବିବାଦ କଲେ। ତହିଁରେ ଇ‌ସ୍‌ହାକ ତହିଁର ନାମ ସିଟନା ରଖିଲେ।


“ତୁମ୍ଭେ ନିଜ ତମ୍ବୁର ବସତି ବଢ଼ାଅ ଓ ସେମାନେ ତୁମ୍ଭର ବାସ ସ୍ଥାନର ଯବନିକା ସବୁ ବିସ୍ତାର କରନ୍ତୁ। ବ୍ୟୟର ଆଶଙ୍କା କର ନାହିଁ। ତୁମ୍ଭର ଦଉଡ଼ି ସବୁ ଲମ୍ବାଇ ଦିଅ ଓ କିଳାଗୁଡ଼ିକୁ ସୁଦୃଢ଼ କର।


କାରଣ ତୁମ୍ଭେ ଦକ୍ଷିଣ ଓ ବାମରେ ବ୍ୟାପି ଯିବ ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ ଏବଂ ଜନଶୂନ୍ୟ ନଗରଗୁଡ଼ିକୁ ନିଜର ବସତି ସ୍ଥାନ କରାଇବେ।


ମୁଁ ବହୁ ଆନନ୍ଦ ସହକାରେ ତୁମ୍ଭର ଆଦେଶସବୁ ମାନିବି, ଯେତେବେଳେ ତୁମ୍ଭେ ମୋର ବୁଝିବା ଶକ୍ତିକୁ ପ୍ରଶସ୍ତ କରିବ।


Swiv nou:

Piblisite


Piblisite