Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:26 - ପବିତ୍ର ବାଇବଲ

26 ଅବିମେଲକ ଇ‌ସ୍‌ହାକଙ୍କୁ ସାକ୍ଷାତ କରିବା ପାଇଁ ଗରାରକୁ ଆସିଲେ। ଅବିମେଲକ ତାଙ୍କ ସହିତ ଅହୁଷତ୍ ଯେ ତାଙ୍କର ଉପଦେଷ୍ଟା ଏବଂ ଫୀଖୋଲ ତାଙ୍କ ସୈନ୍ୟଗଣର ଅଧ୍ୟକ୍ଷଙ୍କୁ ନେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏଥିଉତ୍ତାରେ ଅବିମେଲକ ଅହୁଷତ୍ ନାମକ ଆପଣା ମିତ୍ରକୁ ଓ ଫୀଖୋଲ ନାମକ ସେନାପତିକି ସଙ୍ଗରେ ଘେନି ଗରାରଠାରୁ ଇସ୍‍ହାକଙ୍କ ନିକଟକୁ ଗଲେଣ।

Gade chapit la Kopi

ଓଡିଆ ବାଇବେଲ

26 ଏଥିଉତ୍ତାରେ ଅବିମେଲକ ଅହୁଷତ୍‍ ନାମକ ଆପଣା ମିତ୍ରକୁ ଓ ଫୀଖୋଲ ନାମକ ସେନାପତିକୁ ସଙ୍ଗରେ ଘେନି ଗରାରଠାରୁ ଇସ୍‍ହାକଙ୍କ ନିକଟକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିଉତ୍ତାରେ ଅବିମେଲକ ଅହୁଷତ୍‍ ନାମକ ଆପଣା ମିତ୍ରକୁ ଓ ଫୀଖୋଲ ନାମକ ସେନାପତିକୁ ସଙ୍ଗରେ ଘେନି ଗରାରଠାରୁ ଇସ୍‌ହାକଙ୍କ ନିକଟକୁ ଗଲେ।

Gade chapit la Kopi




ଆଦି ପୁସ୍ତକ 26:26
3 Referans Kwoze  

କିନ୍ତୁ ଏକ ରାତିରେ, ପରମେଶ୍ୱର ଅବିମେଲକକୁ ସ୍ୱପ୍ନରେ କହିଲେ, “ତୁମ୍ଭେ ମରିବ, ତୁମ୍ଭେ ଯେଉଁ ସ୍ତ୍ରୀଲୋକକୁ ଆଣିଛ ସେ ବିବାହିତା।”


ଇ‌ସ୍‌ହାକ ପଗ୍ଭରିଲେ, “ମୋତେ ଦେଖିବାକୁ କାହିଁକି ଆସିଛ? ପୂର୍ବରୁ ମୋ’ ସହିତ ବନ୍ଧୁତା ରଖି ନ ଥିଲ। ଏପରିକି ତୁମ୍ଭେ ମୋତେ ତୁମ୍ଭ ଦେଶରୁ ଜୋ‌ର୍‌କରି ବିଦା କରିଥିଲ।”


Swiv nou:

Piblisite


Piblisite