Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 26:29 - ପବିତ୍ର ବାଇବଲ

29 ଆମ୍ଭେ ତୁମ୍ଭକୁ ଆଘାତ କରି ନ ଥିଲୁ, ତୁମ୍ଭେ ବର୍ତ୍ତମାନ ପ୍ରତିଜ୍ଞା କର ଆମ୍ଭେମାନଙ୍କୁ ତୁମ୍ଭେ ଆଘାତ କରିବ ନାହିଁ। ତୁମ୍ଭକୁ ଶାନ୍ତିରେ ଆମ୍ଭେ ବିଦା କରିଅଛୁ। ସେହିପରି ତୁମ୍ଭେ ହିଂସା କରିବ ନାହିଁ। ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରିନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରିନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର।

Gade chapit la Kopi

ଓଡିଆ ବାଇବେଲ

29 ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରିନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରିନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରି ନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରି ନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।”

Gade chapit la Kopi




ଆଦି ପୁସ୍ତକ 26:29
8 Referans Kwoze  

ଲାବନ କହିଲେ, “ଭିତରକୁ ଆସ, ସଦାପ୍ରଭୁ ତୁମ୍ଭଙ୍କୁ ଆଶୀର୍ବାଦ କରିଛନ୍ତି। ତୁମ୍ଭର ବାହାରେ ଠିଆ ହେବା ଦରକାର ନାହିଁ। ମୁଁ ତୁମ୍ଭ ପାଇଁ ଏବଂ ତୁମ୍ଭର ଓଟ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିଅଛି।”


ଏହା ପରେ ଅବିମେଲକ ଏବଂ ଫୀଖୋଲ୍ ନାମକ ଅବ୍ରହାମଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରତ୍ୟେକ କାର୍ଯ୍ୟରେ ସହାୟ ଅଟନ୍ତି।


ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।


ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ୟ ଓ ସମୁଦ୍ର କୂଳର ଅସଂଖ୍ୟ ବାଲି ତୁଲ୍ୟ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସେହି ସହରରେ ବାସ କରିବ।


ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଙ୍କେତ ହେବ।


ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସେମାନଙ୍କୁ ଆଶୀର୍ବାଦ କରିବି। ଏବଂ ଯିଏ ତୁମ୍ଭକୁ ଅଭିଶାପ ଦେବ ମୁଁ ସେମାନଙ୍କୁ ଅଭିଶାପ ଦେବି। ତୁମ୍ଭଠାରୁ ପୃଥିବୀର ସବୁବଂଶ ଆଶୀର୍ବାଦ ପାଇବେ।”


Swiv nou:

Piblisite


Piblisite