ଆଦି ପୁସ୍ତକ 26:5 - ପବିତ୍ର ବାଇବଲ5 ଆମ୍ଭେ ଏହା କରିବା, କାରଣ ତୁମ୍ଭର ପିତା ଅବ୍ରହାମ ଆମ୍ଭର କଥା ମାନିଥିଲେ ଓ ଆମ୍ଭେ ଯାହା କହିଥିଲୁ ତାହା କରିଥିଲେ। ଅବ୍ରହାମ ଆମ୍ଭର ଆଦେଶ, ନିୟମ ଓ ବିଧିସବୁ ମାନିଲେ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି। Gade chapit laଓଡିଆ ବାଇବେଲ5 ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।” Gade chapit la |
“ଏଣୁ ଲୋକେ ପ୍ରତ୍ୟେକ ଆଦେଶ ମାନିବା ଉଚିତ୍, ଏପରିକି ମହତ୍ତ୍ୱପୂର୍ଣ୍ଣ ଦେଖା ଯାଉ ନ ଥିବା ଛୋଟ ଆଦେଶଟିଏ ମଧ୍ୟ ମାନିବା ଉଚିତ୍। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ୱର୍ଗରାଜ୍ୟରେ ଅତି ନ୍ୟୁନ ବୋଲି ଗଣିତ ହେବ କିନ୍ତୁ ଯେଉଁ ଲୋକ ସେ ବ୍ୟବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ୱର୍ଗରାଜ୍ୟରେ ମହାନ୍ ହେବ।