Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:11 - ପବିତ୍ର ବାଇବଲ

11 କିନ୍ତୁ ଯାକୁବ ତା'ର ମାତା ରିବିକାକୁ କହିଲେ, “ମୋର ଭାଇ ଏଷୌ ଲୋମଶ ଶରୀର। ମୁଁ ତାଙ୍କ ପରି ଲୋମଶ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ।

Gade chapit la Kopi

ଓଡିଆ ବାଇବେଲ

11 ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ।

Gade chapit la Kopi




ଆଦି ପୁସ୍ତକ 27:11
3 Referans Kwoze  

ଜ୍ୟେଷ୍ଠ ବାହାରି ଆସିଲା ରକ୍ତବର୍ଣ୍ଣ ଦେଖାଯାଉଥିଲା, ତାଙ୍କର ଚର୍ମ ଲୋମଶ ବସ୍ତ୍ରପରି ଥିଲା। ଏଣୁ ଏହାର ନାମ ଏଷୌ ଦିଆଗଲା।


ଏହା ପରେ ତୁମ୍ଭେ ତୁମ୍ଭ ପିତାଙ୍କ ନିକଟକୁ ଖାଦ୍ୟ ନେଇ ଯିବ। ଏବଂ ସେ ମରିବା ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ ଦେବେ।”


ଇ‌ସ୍‌ହାକ ତାଙ୍କୁ ଚିହ୍ନି ପାରିଲେ ନାହିଁ, କାରଣ ତା'ର ହାତଗୁଡ଼ିକ ଏଷୌର ଲୋମଶ ହାତ ପରି। ତେଣୁ ସେ ତାଙ୍କୁ ଆଶୀର୍ବାଦ କଲେ।


Swiv nou:

Piblisite


Piblisite