ଆଦି ପୁସ୍ତକ 27:12 - ପବିତ୍ର ବାଇବଲ12 ଯଦି ମୋର ପିତା ମୋତେ ସ୍ପର୍ଶ କରନ୍ତି। ସେ ଜାଣି ପାରିବେ ଯେ ମୁଁ ଏଷୌ ନୁହେଁ। ତା'ପରେ ସେ ମୋତେ ଆଶୀର୍ବାଦ କରିବା ପରିବର୍ତ୍ତେ ଅଭିଶାପ ଦେବେ। କାରଣ ମୁଁ ତାଙ୍କୁ ପ୍ରବଞ୍ଚନା କରିବାକୁ ଚେଷ୍ଟା କରୁଛି।” Gade chapit laପବିତ୍ର ବାଇବଲ (Re-edited) - (BSI)12 ଏଣୁ ଯେବେ ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି। Gade chapit laଓଡିଆ ବାଇବେଲ12 ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।” Gade chapit la |
“କେତେକ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦେବା ପାଇଁ, କିନ୍ତୁ ଶେଷରେ ସେମାନେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସେମାନେ ଅଭିଶପ୍ତ ହେବେ। ଆମ୍ଭେ ଜଣେ ମହାନ ରାଜା ଅଟୁ। ଆମ୍ଭକୁ ତୁମ୍ଭେମାନେ ସମ୍ମାନ କରିବା ଉଚିତ୍ ଓ ସମଗ୍ର ବିଶ୍ୱ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।