ଆଦି ପୁସ୍ତକ 27:13 - ପବିତ୍ର ବାଇବଲ13 ତେଣୁ ରିବିକା ତାଙ୍କୁ କହିଲେ, “ଯଦି କିଛି ସମସ୍ୟା ଆସେ ତେବେ ମୁଁ ସହିନେବି। ମୁଁ ଯାହା କହୁଛି ତୁମ୍ଭେ ସେହିପରି କର। ଯାଅ ମୋ’ ପାଇଁ ଛେଳି ଧରି ଆସ।” Gade chapit laପବିତ୍ର ବାଇବଲ (Re-edited) - (BSI)13 ମାତ୍ର ତାହାର ମାତା କହିଲା, ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋʼ କଥା ମାନ ଓ ଯାଇ ଛେଳିଛୁଆ ଆଣ। Gade chapit laଓଡିଆ ବାଇବେଲ13 ମାତ୍ର ତାହାର ମାତା କହିଲା, “ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋ’ କଥା ମାନ ଓ ଯାଇ ଛେଳିଛୁଆ ଆଣ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମାତ୍ର ତାହାର ମାତା କହିଲା, “ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋʼ କଥା ମାନ ଓ ଯାଇ ଛେଳିଛୁଆ ଆଣ।” Gade chapit la |