Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:16 - ପବିତ୍ର ବାଇବଲ

16 ରିବିକା ଛେଳି ଚମଡ଼ା ଆଣି ଯାକୁବର ହାତରେ ଏବଂ ତାଙ୍କ ଗଳାଦେଶରେ ଗୁଡ଼ାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା।

Gade chapit la Kopi




ଆଦି ପୁସ୍ତକ 27:16
4 Referans Kwoze  

ରିବିକା ତାଙ୍କର ବଡ଼ପୁଅର ପୋଷାକ, ଯାହା ଘରେ ତାଙ୍କ ନିକଟରେ ଥିଲା, ନେଇ ଆଣି ତା'ର ସାନ ପୁଅ ଯାକୁବକୁ ସେହି ବସ୍ତ୍ର ପିନ୍ଧାଇ ଦେଲେ।


ଏହା ପରେ ରିବିକା ପ୍ରସ୍ତୁତ ଖାଦ୍ୟକୁ ଆଣି ଯାକୁବକୁ ଦେଲେ।


ଇ‌ସ୍‌ହାକ ତାଙ୍କୁ ଚିହ୍ନି ପାରିଲେ ନାହିଁ, କାରଣ ତା'ର ହାତଗୁଡ଼ିକ ଏଷୌର ଲୋମଶ ହାତ ପରି। ତେଣୁ ସେ ତାଙ୍କୁ ଆଶୀର୍ବାଦ କଲେ।


ଜ୍ୟେଷ୍ଠ ବାହାରି ଆସିଲା ରକ୍ତବର୍ଣ୍ଣ ଦେଖାଯାଉଥିଲା, ତାଙ୍କର ଚର୍ମ ଲୋମଶ ବସ୍ତ୍ରପରି ଥିଲା। ଏଣୁ ଏହାର ନାମ ଏଷୌ ଦିଆଗଲା।


Swiv nou:

Piblisite


Piblisite