Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:21 - ପବିତ୍ର ବାଇବଲ

21 ଏହା ପରେ ଇ‌ସ୍‌ହାକ ଯାକୁବକୁ କହିଲେ, “ପୁତ୍ର, ମୋର ପାଖକୁ ଆସ ତେବେ ମୁଁ ଜାଣି ପାରିବି। ଯଦି ମୁଁ ତୁମ୍ଭକୁ ସ୍ପର୍ଶ କରେ ତେବେ ମୁଁ ଜାଣି ପାରିବି ଯେ ତୁମ୍ଭେ ମୋର ପୁତ୍ର ଏଷୌ କି ନୁହେଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଇସ୍‍ହାକ ଯାକୁବକୁ ଆହୁରି କହିଲେ, ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।

Gade chapit la Kopi

ଓଡିଆ ବାଇବେଲ

21 ଇସ୍‍ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋ’ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଇସ୍‌ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।”

Gade chapit la Kopi




ଆଦି ପୁସ୍ତକ 27:21
5 Referans Kwoze  

ପରମେଶ୍ୱରଙ୍କ ନିକଟକୁ ଆସ, ତେବେ ସେ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭେମାନେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ୱର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।


ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ। ସଦାପ୍ରଭୁ କୁହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ‘ଶାନ୍ତି’ ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।”


ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାରେ ମୋର ମଙ୍ଗଳ। ସଦାପ୍ରଭୁ ମୋର ପ୍ରଭୁ, ହଁ ମୋର ସୁରକ୍ଷାର ଦୁର୍ଗ। ହେ ପରମେଶ୍ୱର, ତୁମ୍ଭେ କରିଥିବା ସମସ୍ତ କର୍ମକୁ ମୁଁ ବର୍ଣ୍ଣନା କରିବି।


ଯଦି ମୋର ପିତା ମୋତେ ସ୍ପର୍ଶ କରନ୍ତି। ସେ ଜାଣି ପାରିବେ ଯେ ମୁଁ ଏଷୌ ନୁହେଁ। ତା'ପରେ ସେ ମୋତେ ଆଶୀର୍ବାଦ କରିବା ପରିବର୍ତ୍ତେ ଅଭିଶାପ ଦେବେ। କାରଣ ମୁଁ ତାଙ୍କୁ ପ୍ରବଞ୍ଚନା କରିବାକୁ ଚେଷ୍ଟା କରୁଛି।”


ତେଣୁ ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲେ। ଇ‌ସ୍‌ହାକ ସ୍ପର୍ଶ କରି କହିଲେ, “ତୁମ୍ଭର ସ୍ୱର ଯାକୁବର ସ୍ୱର ପରି କିନ୍ତୁ ତୁମ୍ଭର ହାତ ଲୋମଶ ଠିକ୍ ଏଷୌର ହାତ ପରି।”


Swiv nou:

Piblisite


Piblisite