Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:22 - ପବିତ୍ର ବାଇବଲ

22 ତେଣୁ ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲେ। ଇ‌ସ୍‌ହାକ ସ୍ପର୍ଶ କରି କହିଲେ, “ତୁମ୍ଭର ସ୍ୱର ଯାକୁବର ସ୍ୱର ପରି କିନ୍ତୁ ତୁମ୍ଭର ହାତ ଲୋମଶ ଠିକ୍ ଏଷୌର ହାତ ପରି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହୁଁ ଯାକୁବ ଆପଣା ପିତା ଇସ୍‍ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, ଏହି ସ୍ଵର ଯାକୁବର ସ୍ଵର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।

Gade chapit la Kopi

ଓଡିଆ ବାଇବେଲ

22 ତହୁଁ ଯାକୁବ ଆପଣା ପିତା ଇସ୍‍ହାକଙ୍କ ନିକଟକୁ ଯା’ନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହୁଁ ଯାକୁବ ଆପଣା ପିତା ଇସ୍‌ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।”

Gade chapit la Kopi




ଆଦି ପୁସ୍ତକ 27:22
4 Referans Kwoze  

ଯଦି ମୋର ପିତା ମୋତେ ସ୍ପର୍ଶ କରନ୍ତି। ସେ ଜାଣି ପାରିବେ ଯେ ମୁଁ ଏଷୌ ନୁହେଁ। ତା'ପରେ ସେ ମୋତେ ଆଶୀର୍ବାଦ କରିବା ପରିବର୍ତ୍ତେ ଅଭିଶାପ ଦେବେ। କାରଣ ମୁଁ ତାଙ୍କୁ ପ୍ରବଞ୍ଚନା କରିବାକୁ ଚେଷ୍ଟା କରୁଛି।”


ଏହା ପରେ ଇ‌ସ୍‌ହାକ ଯାକୁବକୁ କହିଲେ, “ପୁତ୍ର, ମୋର ପାଖକୁ ଆସ ତେବେ ମୁଁ ଜାଣି ପାରିବି। ଯଦି ମୁଁ ତୁମ୍ଭକୁ ସ୍ପର୍ଶ କରେ ତେବେ ମୁଁ ଜାଣି ପାରିବି ଯେ ତୁମ୍ଭେ ମୋର ପୁତ୍ର ଏଷୌ କି ନୁହେଁ।”


ଇ‌ସ୍‌ହାକ ତାଙ୍କୁ ଚିହ୍ନି ପାରିଲେ ନାହିଁ, କାରଣ ତା'ର ହାତଗୁଡ଼ିକ ଏଷୌର ଲୋମଶ ହାତ ପରି। ତେଣୁ ସେ ତାଙ୍କୁ ଆଶୀର୍ବାଦ କଲେ।


ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବକର କଥା ଶୁଣିଲେ। ସେମାନେ ଏହା ଚିହ୍ନି ପାରିଲେ, ତେଣୁ ସେମାନେ ଘର ଭିତରକୁ ଯାଇ ତାକୁ ପଗ୍ଭରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କ’ଣ କରୁଛ? ତୁମ୍ଭର ଏଠାରେ କ’ଣ ଅଛି?”


Swiv nou:

Piblisite


Piblisite