Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:23 - ପବିତ୍ର ବାଇବଲ

23 ଇ‌ସ୍‌ହାକ ତାଙ୍କୁ ଚିହ୍ନି ପାରିଲେ ନାହିଁ, କାରଣ ତା'ର ହାତଗୁଡ଼ିକ ଏଷୌର ଲୋମଶ ହାତ ପରି। ତେଣୁ ସେ ତାଙ୍କୁ ଆଶୀର୍ବାଦ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।

Gade chapit la Kopi

ଓଡିଆ ବାଇବେଲ

23 ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।

Gade chapit la Kopi




ଆଦି ପୁସ୍ତକ 27:23
6 Referans Kwoze  

ବିଶ୍ୱାସ କାରଣରୁ ଇସ୍‌ହାକ, ଯାକୁବ ଓ ଏସୌଙ୍କୁ ସେମାନଙ୍କ ଭବିଷ୍ୟତ ବିଷୟରେ ଆଶୀର୍ବାଦ ଦେଲେ।


ରିବିକା ଛେଳି ଚମଡ଼ା ଆଣି ଯାକୁବର ହାତରେ ଏବଂ ତାଙ୍କ ଗଳାଦେଶରେ ଗୁଡ଼ାଇ ଦେଲେ।


ତେଣୁ ଯାକୁବ ତାଙ୍କର ପିତାଙ୍କ ନିକଟକୁ ଗଲେ। ଇ‌ସ୍‌ହାକ ସ୍ପର୍ଶ କରି କହିଲେ, “ତୁମ୍ଭର ସ୍ୱର ଯାକୁବର ସ୍ୱର ପରି କିନ୍ତୁ ତୁମ୍ଭର ହାତ ଲୋମଶ ଠିକ୍ ଏଷୌର ହାତ ପରି।”


ଇ‌ସ୍‌ହାକ କହିଲେ, “ତୁମ୍ଭେ କ’ଣ ମୋର ପୁତ୍ର ଏଷୌ?” ଯାକୁବ ଉତ୍ତର ଦେଲେ, “ହଁ ମୁଁ ଏଷୌ।”


କିନ୍ତୁ ଯାକୁବ ତା'ର ମାତା ରିବିକାକୁ କହିଲେ, “ମୋର ଭାଇ ଏଷୌ ଲୋମଶ ଶରୀର। ମୁଁ ତାଙ୍କ ପରି ଲୋମଶ ନୁହେଁ।


Swiv nou:

Piblisite


Piblisite