Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:25 - ପବିତ୍ର ବାଇବଲ

25 ଏହା ପରେ ଇ‌ସ୍‌ହାକ କହିଲେ, “ସେହି ଖାଦ୍ୟ ମୋ’ ପାଇଁ ଆଣ। ମୁଁ ତାହାକୁ ଖାଇ ତୁମ୍ଭକୁ ଆଶୀର୍ବାଦ ଦେବି।” ତେଣୁ ଯାକୁବ ତାଙ୍କୁ ଖାଦ୍ୟ ଦେଲେ ଏବଂ ସେ ତାକୁ ଖାଇଲେ। ଏବଂ ଯାକୁବ ତାଙ୍କୁ ଦ୍ରାକ୍ଷାରସ ଦେଲେ, ସେ ତାହା ପିଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେତେବେଳେ ଇସ୍‍ହାକ କହିଲେ, ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୋହର ପ୍ରାଣ ତୁମ୍ଭକୁ ଆଶୀର୍ବାଦ କରିବ। ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍‍ହାକ ତାହା ଭୋଜନ କଲେ; ପୁଣି ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।

Gade chapit la Kopi

ଓଡିଆ ବାଇବେଲ

25 ସେତେବେଳେ ଇସ୍‍ହାକ କହିଲେ, “ତାହା ମୋ’ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବ।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍‍ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେତେବେଳେ ଇସ୍‌ହାକ କହିଲେ, “ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବି।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍‌ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।

Gade chapit la Kopi




ଆଦି ପୁସ୍ତକ 27:25
3 Referans Kwoze  

ମୁଁ ଯେଉଁ ପରି ଖାଦ୍ୟକୁ ଭଲ ପାଏ ସେହିପରି ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋ’ ପାଇଁ ଆଣ। ତହିଁରେ ମୋର ମୃତ୍ୟୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବି।”


ଇ‌ସ୍‌ହାକ କହିଲେ, “ତୁମ୍ଭେ କ’ଣ ମୋର ପୁତ୍ର ଏଷୌ?” ଯାକୁବ ଉତ୍ତର ଦେଲେ, “ହଁ ମୁଁ ଏଷୌ।”


ଏହା ପରେ ଇ‌ସ୍‌ହାକ ତାଙ୍କୁ କହିଲେ, “ମୋର ପୁତ୍ର ମୋ’ ପାଖକୁ ଆସ ମୋତେ ଚୁମ୍ବନ ଦିଅ।”


Swiv nou:

Piblisite


Piblisite