ଆଦି ପୁସ୍ତକ 27:41 - ପବିତ୍ର ବାଇବଲ41 ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ହେତୁରୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ସେ ସ୍ଥିର କଲେ, “ମୁଁ ଅପେକ୍ଷା କରିବି ମୋର ପିତାଙ୍କର ଶୋକର ସମୟ ବିତିବା ଯାଏ। ଏହା ପରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।” Gade chapit laପବିତ୍ର ବାଇବଲ (Re-edited) - (BSI)41 ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ହେତୁରୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, ମୋହର ପିତୃଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି। Gade chapit laଓଡିଆ ବାଇବେଲ41 ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।” Gade chapit la |
ତେଣୁ ଯୋଶିୟଙ୍କ ଭୃତ୍ୟମାନେ ତାହାଙ୍କ ରଥରୁ ତାଙ୍କୁ ନେଇଗଲେ ଓ ସେ ତାଙ୍କ ସଙ୍ଗରେ ଯୁଦ୍ଧକୁ ଆଣିଥିବା ଆଉ ଏକ ରଥରେ ରଖିଲେ। ଏହା ପରେ ସେମାନେ ଯୋଶିୟଙ୍କୁ ଯିରୁଶାଲମକୁ ନେଇଗଲେ। ରାଜା ଯୋଶିୟ ଯିରୁଶାଲମରେ ମୃତ୍ୟୁବରଣ କଲେ। ଯୋଶିୟ ତାଙ୍କର ପୂର୍ବପୁରୁଷମାନଙ୍କ କବରରେ କବରପ୍ରାପ୍ତ ହେଲେ। ଯିହୁଦା ଓ ଯିରୁଶାଲମର ସମସ୍ତ ଲୋକ ଯୋଶିୟଙ୍କ ମୃତ୍ୟୁ ଯୋଗୁଁ ଅତ୍ୟନ୍ତ ଦୁଃଖିତ ହେଲେ।