ଆଦି ପୁସ୍ତକ 27:43 - ପବିତ୍ର ବାଇବଲ43 ତେଣୁ ହେ ମୋର ପୁତ୍ର ମୁଁ ଯେମନ୍ତ କହୁଛି, ସେହିପରି କର। ମୋର ଭ୍ରାତା ଲାବନ ହାରଣରେ ବାସ କରୁଛି। ତୁମ୍ଭେ ତା’ ପାଖରେ ଯାଇ ଲୁଚ। Gade chapit laପବିତ୍ର ବାଇବଲ (Re-edited) - (BSI)43 ଏଣୁକରି, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ। Gade chapit laଓଡିଆ ବାଇବେଲ43 ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ। Gade chapit la |
“ରେଖବର ପୁତ୍ର ଯିହୋନାଦବ୍ ଆପଣା ବଂଶଧରଗଣଙ୍କୁ ଦ୍ରାକ୍ଷାରସ ପାନ ନ କରିବାକୁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହୋଇ ଆସୁଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରୁ ନାହାନ୍ତି। କାରଣ ସେମାନେ ଆପଣା ପିତୃପୁରୁଷଙ୍କ ଆଜ୍ଞା ପାଳନ କରୁଛନ୍ତି। ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ ବାରମ୍ବାର ଆଜ୍ଞା ଦେଲେ ହେଁ, ତୁମ୍ଭେମାନେ ଆମ୍ଭ ବାକ୍ୟ ପ୍ରତି ଅବଧାନ କରୁ ନାହଁ।