Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:44 - ପବିତ୍ର ବାଇବଲ

44 ତାଙ୍କ ପାଖରେ ଅଳ୍ପ ସମୟ ପାଇଁ ରୁହ। ତୁମ୍ଭ ଭାଇର ରାଗ ଶାନ୍ତ ହେବା ପର୍ଯ୍ୟନ୍ତ ତୁମ୍ଭେ ସେଠାରେ ରୁହ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ପୁଣି ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ତ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି କାଳ ସେଠାରେ ଥାଅ;

Gade chapit la Kopi

ଓଡିଆ ବାଇବେଲ

44 ପୁଣି, ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ଡ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି ଦିନ ସେଠାରେ ଥାଅ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ପୁଣି, ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ଡ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି ଦିନ ସେଠାରେ ଥାଅ;

Gade chapit la Kopi




ଆଦି ପୁସ୍ତକ 27:44
3 Referans Kwoze  

ମୁଁ ତୁମ୍ଭ ପାଇଁ କୋଡ଼ିଏ ବର୍ଷ କଠିନ ପରିଶ୍ରମ କରିଅଛି। ସେହି ସମସ୍ତ ସମୟରେ ତୁମ୍ଭର ମେଷ ଓ ଛେଳିଗୁଡ଼ିକ ଗର୍ଭପାତ ହୋଇ ନାହିଁ, କିମ୍ବା ମୁଁ ସେଗୁଡ଼ିକୁ ଖାଇଯାଇ ନାହିଁ।


ମୁଁ କୋଡ଼ିଏ ବର୍ଷକାଳ ତୁମ୍ଭ ନିକଟରେ ରହିଲି, ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉତ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ କର୍ମ କଲି। ଏଥି ମଧ୍ୟରେ ତୁମ୍ଭେ ଦଶଥର ମୋହର ବର୍ତ୍ତନ ପରିବର୍ତ୍ତନ କରିଅଛ।


ମୋର ପ୍ରଭୁ ସଦାପ୍ରଭୁ ସର୍ବଶକ୍ତିମାନ ପୃଥିବୀକୁ ସ୍ପର୍ଶ କରିବେ ଏବଂ ତାହା ତରଳି ଯିବ। ତତ୍ପରେ ସେଠାରେ ବାସ କରୁଥିବା ସମସ୍ତ ଲୋକ ମୃତ ଲୋକଙ୍କ ପାଇଁ ବିଳାପ କରିବେ। ମିଶରର ନୀଳନଦୀ ପରି ସେହି ଭୂମିର ଉ‌‌‌‌ତ୍‌‌‌‌ଥାପନ ପତନ ଘଟିବ।


Swiv nou:

Piblisite


Piblisite