ଆଦି ପୁସ୍ତକ 27:6 - ପବିତ୍ର ବାଇବଲ6 ରିବିକା ତାଙ୍କର ପୁତ୍ର ଯାକୁବକୁ କହିଲେ, “ଶୁଣ, ତୁମ୍ଭର ପିତା ଏଷୌକୁ କହିବାର କଥା ମୁଁ ଶୁଣିଛି। Gade chapit laପବିତ୍ର ବାଇବଲ (Re-edited) - (BSI)6 ରିବିକା ଆପଣା ପୁତ୍ର ଯାକୁବକୁ କହିଲା, ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି; Gade chapit laଓଡିଆ ବାଇବେଲ6 ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି, Gade chapit la |