Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 27:9 - ପବିତ୍ର ବାଇବଲ

9 ଆମ୍ଭର ଗୋଠରୁ ଦୁଇଟି ଯୁବା ଛେଳି ଆଣ। ତୁମ୍ଭର ପିତାଙ୍କର ରୁଚି ମୁତାବକ ଖାଦ୍ୟ ମୁଁ ପ୍ରସ୍ତୁତ କରି ଦେବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେରୂପ ଭଲ ପାʼନ୍ତି, ସେରୂପ ସୁସ୍ଵାଦୁ ଖାଦ୍ୟ ମୁଁ ରାନ୍ଧିଦେବି।

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପା’ନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପାʼନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି।

Gade chapit la Kopi




ଆଦି ପୁସ୍ତକ 27:9
6 Referans Kwoze  

ଏହା ପରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ବିନୟ କରୁଅଛୁ, ଆପଣ ଆମ୍ଭ ସହିତ କିଛି ସମୟ ରୁହନ୍ତୁ। ଆମ୍ଭେ ଆପଣଙ୍କ ପାଇଁ ଏକ ଯୁବାଛେଳି ପ୍ରସ୍ତୁତ କରିବୁ।”


ତା'ପରେ ଯିଶୀ କେବଳ ଦାଉଦଙ୍କୁ ପଠାଇଲେ ନାହିଁ, ତା’ ସହିତ ଶାଉଲ ନିମନ୍ତେ କିଛି ଉପହାର ପଠାଇଲେ: ଗୋଟିଏ ଛେଳି ଓ ଗୋଟିଏ ଗଧରେ ବୋଝେଇ ଖାଦ୍ୟ ଓ ଦ୍ରାକ୍ଷାରସ ପଠାଇଲେ।


ମୁଁ ଯେଉଁ ପରି ଖାଦ୍ୟକୁ ଭଲ ପାଏ ସେହିପରି ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋ’ ପାଇଁ ଆଣ। ତହିଁରେ ମୋର ମୃତ୍ୟୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବି।”


ତେଣୁ ପୁତ୍ର, ମୋର କଥା ଶୁଣ। ମୁଁ ଯେପରି କହୁଛି ସେହିପରି କର।


ଏହା ପରେ ତୁମ୍ଭେ ତୁମ୍ଭ ପିତାଙ୍କ ନିକଟକୁ ଖାଦ୍ୟ ନେଇ ଯିବ। ଏବଂ ସେ ମରିବା ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ ଦେବେ।”


ତେଣୁ ଯାକୁବ ଯାଇ ଦୁଇଟି ଛେଳି ଆଣି ତାଙ୍କର ମାଙ୍କୁ ଦେଲେ। ଏହା ପରେ ତାଙ୍କର ମା’ ତାଙ୍କ ପିତାଙ୍କର ରୁଚି ଅନୁସାରେ ଖାଦ୍ୟ ପ୍ରସ୍ତୁତ କଲେ।


Swiv nou:

Piblisite


Piblisite