ଆଦି ପୁସ୍ତକ 28:1 - ପବିତ୍ର ବାଇବଲ1 ଇସ୍ହାକ ଯାକୁବକୁ ଡାକି ଆଶୀର୍ବାଦ ଦେଲେ। ଏହି ଆଜ୍ଞା ଦେଇ ତାଙ୍କୁ କହିଲେ, “ତୁମ୍ଭେ କିଣାନୀୟ କନ୍ୟାକୁ ବିବାହ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ହାକ ଯାକୁବକୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଞା ଦେଇ ତାହାକୁ କହିଲେ, ତୁମ୍ଭେ କିଣାନ ଦେଶର କୌଣସି କନ୍ୟାକୁ ବିବାହ କରିବ ନାହିଁ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଞା ଦେଇ ତାହାଙ୍କୁ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟାକୁ ବିବାହ କରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଞା ଦେଇ ତାହାଙ୍କୁ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟାକୁ ବିବାହ କରିବ ନାହିଁ। Gade chapit la |
ପରମେଶ୍ୱରଙ୍କର ପୁତ୍ରଗଣ ଦେଖିଲେ, ସେହି କନ୍ୟାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ୱରଙ୍କର ପୁତ୍ରଗଣ ସେମାନଙ୍କ ପସନ୍ଦ ଅନୁସାରେ ସେମାନଙ୍କୁ ବିବାହ କଲେ। ସେହି ସ୍ତ୍ରୀମାନେ ପିଲାମାନଙ୍କୁ ଜନ୍ମ ଦେଲେ। ସେହି ସମୟରେ ଓ ପରେ ମଧ୍ୟ ପୃଥିବୀରେ ଦୈତ୍ୟମାନେ ଥିଲେ। ସେମାନେ ପୂର୍ବ ସମୟର ପ୍ରସିଦ୍ଧ ଯୋଦ୍ଧା ଥିଲେ। ଏହା ପରେ ସଦାପ୍ରଭୁ କହିଲେ, “ଲୋକମାନେ ମନୁଷ୍ୟ ମାତ୍ର, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, କାରଣ ସେମାନେ କେବଳ ଶାରୀରିକ ଅଟନ୍ତି। ଏଥିପାଇଁ ସେମାନଙ୍କର ପରମାୟୁ 120 ବର୍ଷ ହେବ।”