ଆଦି ପୁସ୍ତକ 28:12 - ପବିତ୍ର ବାଇବଲ12 ଯାକୁବ ଏକ ସ୍ୱପ୍ନ ଦେଖିଲେ। ସେ ସ୍ୱପ୍ନରେ ଦେଖିଲେ ଯେ ଏକ ଶିଡ଼ି ଭୂମିରୁ ସ୍ୱର୍ଗକୁ ଲାଗିଛି। ଯାକୁବ ଦେଖିଲେ ପରମେଶ୍ୱରଙ୍କର ଦୂତଗଣ ସେହି ଶିଡ଼ି ଦେଇ ଚଢୁଛନ୍ତି ଓ ଓହ୍ଲାଉଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସେ ସ୍ଵପ୍ନ ଯୋଗେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି ଦେଖ, ତାହା ଦେଇ ପରମେଶ୍ଵରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି। Gade chapit laଓଡିଆ ବାଇବେଲ12 ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି। Gade chapit la |