Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 29:5 - ପବିତ୍ର ବାଇବଲ

5 ଏହା ପରେ ଯାକୁବ କହିଲେ, “ତୁମ୍ଭେମାନେ ଲାବନଙ୍କୁ ଜାଣିଛ କି, ଯେ କି ନାହୋରର ପୁତ୍ର?” ମେଷପାଳକମାନେ କହିଲେ, “ହଁ, ଆମ୍ଭେମାନେ ତାଙ୍କୁ ଜାଣିଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତେବେ ଯାକୁବ ପଚାରିଲା, ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ।

Gade chapit la Kopi

ଓଡିଆ ବାଇବେଲ

5 ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି ? ସେମାନେ କହିଲେ, ଆମ୍ଭେମାନେ ତାକୁ ଚିହ୍ନୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି?” ସେମାନେ କହିଲେ, “ଆମ୍ଭେମାନେ ତାକୁ ଚିହ୍ନୁ।”

Gade chapit la Kopi




ଆଦି ପୁସ୍ତକ 29:5
4 Referans Kwoze  

ରିବିକାର ଏକ ଭାଇ ଥିଲେ। ତାଙ୍କର ନାମ ଲାବନ। ରିବିକା ତାଙ୍କୁ ସବୁକଥା ଜଣାଇଲେ। ଲାବନ ଏହିକଥା ଶୁଣିବା ସମୟରେ ତାହାର ହସ୍ତରେ ଯେତେବେଳେ ବଳା ଦେଖିଲେ। ସେ କୂଅ ପାଖକୁ ଦୌଡ଼ିଗଲେ। ଏବଂ ସେହିଲୋକ ଜଣକ ଓଟମାନଙ୍କୁ ଧରି ସେହି କୂପ ପାଖରେ ଠିଆ ହୋଇଥିଲେ।


ରିବିକା ଉତ୍ତର ଦେଲେ, “ମୋର ପିତା ବଥୂୟେଲ, ନାହୋରର ଓ ମି‌ଲ୍‌କାର ଜନ୍ମ ପୁତ୍ର।”


ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କର ପୂର୍ବପୁରୁଷଙ୍କ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଗ୍ଭର କରିବେ।” ସେତେବେଳେ ଯାକୁବ ପରମେଶ୍ୱରଙ୍କଠାରେ ଶପଥ କଲେ ଯାହା ତାଙ୍କର ପିତା ଇ‌ସ୍‌ହାକଙ୍କର “ଭୟ ବୋଲି କହୁଥିଲେ”।


ଏହା ପରେ ଦାସଟିର ପ୍ରାର୍ଥନା ସରିବା ପୂର୍ବରୁ ଜଣେ ଯୁବତୀ ରିବିକା କୂଅ ନିକଟକୁ ଆସିଲେ। ରିବିକା ଥିଲେ, ବଥୂୟେଲର ଝିଅ। ବଥୂୟେଲ ମି‌ଲ୍‌କାର ପୁତ୍ର ଥିଲେ, ଯିଏ କି ଅବ୍ରହାମଙ୍କର ଭାଇ ନାହୋର ସହିତ ବିବାହ କରିଥିଲେ। ରିବିକା ପାଣିପାତ୍ର କାନ୍ଧରେ ଥୋଇ କୂଅ ନିକଟକୁ ଆସିଲେ।


Swiv nou:

Piblisite


Piblisite